ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତା ୧୧ ତାରିଖରେ ସେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ପାଖରେ ବିଶେଷ କରି ରାଜ୍ୟର ସ୍ୱାର୍ଥ ସମ୍ବଳିତ ଦାବି ମୁଖ୍ୟମନ୍ତ୍ରୀ ଉପସ୍ଥାପନ କରିପାରନ୍ତି।
ଏହାପରେ ମୁଖ୍ୟମନ୍ତ୍ରୀ ୧୫ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗଦେବେ। ମୋଦି ସରକାର ପୁଣି ଥରେ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ନୀତି ଆୟୋଗ ବୈଠକ ହେବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।