ମୋଦିଙ୍କୁ ପ୍ରଶଂସା କଲେ ନବୀନ, ଦେଲେ ଧନ୍ୟବାଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୮ବର୍ଷରୁ ଊର୍ଦ୍ଧ୍ୱ ବୟସର ସମସ୍ତ ନାଗରିକଙ୍କୁ ମାଗଣାରେ କେନ୍ଦ୍ର ସରକାର କୋଭିଡ୍ ଟିକା ଦେବେ ବୋଲି ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଆସନ୍ତା ଜୁନ ୨୧ରୁ ରାଜ୍ୟଗୁଡ଼ିକୁ ମାଗଣା ଟିକା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି କୋଭିଡ୍ ଟିକାକରଣକୁ ଏକ ଜାତୀୟ ମିଶନ କରିଥିବାରୁ ଧନ୍ୟବାଦ ଦେଇଛନ୍ତି। […]

narendra-modi-and-naveen-pa

narendra-modi-and-naveen-pa

Ordigital Desk
  • Published: Monday, 07 June 2021
  • Updated: 07 June 2021, 08:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୮ବର୍ଷରୁ ଊର୍ଦ୍ଧ୍ୱ ବୟସର ସମସ୍ତ ନାଗରିକଙ୍କୁ ମାଗଣାରେ କେନ୍ଦ୍ର ସରକାର କୋଭିଡ୍ ଟିକା ଦେବେ ବୋଲି ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଆସନ୍ତା ଜୁନ ୨୧ରୁ ରାଜ୍ୟଗୁଡ଼ିକୁ ମାଗଣା ଟିକା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି କୋଭିଡ୍ ଟିକାକରଣକୁ ଏକ ଜାତୀୟ ମିଶନ କରିଥିବାରୁ ଧନ୍ୟବାଦ ଦେଇଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ପ୍ରତ୍ୟେକ ଜୀବନ ହେଉଛି ମୂଲ୍ୟବାନ। ସମସ୍ତଙ୍କର ଟିକାକରଣ ନହେବା ପର୍ଯ୍ୟନ୍ତ କେହି ନିରାପଦ ନୁହଁନ୍ତି। କୋଭିଡ୍‌-୧୯ ମହାମାରୀ ବିରୁଦ୍ଧରେ ଲଢ଼େଇରେ ଦେଶ ପାଇଁ ଆମେ ସମସ୍ତେ ଏକଜୁଟ ହୋଇଛେ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣାକୁ ୨ଘଣ୍ଟା ନପୁୁରୁଣୁ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶଂସାକୁ ବେଶ୍ ଗୁରୁତ୍ୱ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତ ସପ୍ତାହରେ ଦେଶର ସମସ୍ତଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ନିଜେ ଟିକା କ୍ରୟ କରନ୍ତୁ ବୋଲି ଦାବି କରି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖି ସହଯୋଗ ଲୋଡ଼ିଥିଲେ।

କେରଳ ମୁଖ୍ୟମନ୍ତ୍ରୀ ପିନରାୟି ବିଜୟନ୍ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମେତ ରାଜସ୍ଥାନ ସରକାର ମଧ୍ୟ କେନ୍ଦ୍ର ସରକାର ଟିକା କିଣି ରାଜ୍ୟଗୁଡ଼ିକୁ ଦିଅନ୍ତୁ ବୋଲି ଦାବି କରିଥିଲେ। ଏପରିକି ଓଡ଼ିଶା ସରକାର ମଧ୍ୟ ରାଜ୍ୟ ପାଇଁ ଆବଶ୍ୟକ ହେଉଥିବା ଟିକା କ୍ରୟ ବାବଦ ଅର୍ଥ ଦେବାକୁ ପ୍ରସ୍ତୁତ ଥିବା କହିଥିଲେ। ଅବଶ୍ୟ ଏବେ କେନ୍ଦ୍ର ସରକାର ନିଜ ଆଡ଼ୁ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କରିଥିବାରୁ ରାଜ୍ୟଗୁଡ଼ିକ ଉପରେ ଆର୍ଥିକ ବୋଝ ହ୍ରାସ ପାଇବ ଓ ଟିକାକରଣ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ଆଶା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story