ବର୍ଷାଜନିତ ଫସଲ କ୍ଷତିର ସମୀକ୍ଷା କଲେ ନବୀନ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷାଜନିତ ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି। ବୈଠକ ପରେ କୃଷି ସଚିବ ସୌରଭ ଗର୍ଗ କହିଛନ୍ତି- &ldquo;୧୫ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହୋଇଛି। କୌଣସି ସ୍ଥାନରେ ଚିନ୍ତାଜନକ ସ୍ଥିତି ସୃଷ୍ଟି ହୋଇନାହିଁ। କ୍ଷେତ୍ର ଅଧିକାରୀମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।</p> <p>ବୈଠକରେ କୃଷି ଓ ସମବାୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।</p>

Ordigital Desk
  • Published: Wednesday, 15 November 2017
  • Updated: 15 November 2017, 10:35 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷାଜନିତ ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି। ବୈଠକ ପରେ କୃଷି ସଚିବ ସୌରଭ ଗର୍ଗ କହିଛନ୍ତି- &ldquo;୧୫ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହୋଇଛି। କୌଣସି ସ୍ଥାନରେ ଚିନ୍ତାଜନକ ସ୍ଥିତି ସୃଷ୍ଟି ହୋଇନାହିଁ। କ୍ଷେତ୍ର ଅଧିକାରୀମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।</p><p>ବୈଠକରେ କୃଷି ଓ ସମବାୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos