ବର୍ଷାଜନିତ ଫସଲ କ୍ଷତିର ସମୀକ୍ଷା କଲେ ନବୀନ

Ordigital Desk
  • Published: Wednesday, 15 November 2017
  • , Updated: 15 November 2017, 10:35 PM IST
<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷାଜନିତ ଫସଲ କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି। ବୈଠକ ପରେ କୃଷି ସଚିବ ସୌରଭ ଗର୍ଗ କହିଛନ୍ତି- &ldquo;୧୫ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହୋଇଛି। କୌଣସି ସ୍ଥାନରେ ଚିନ୍ତାଜନକ ସ୍ଥିତି ସୃଷ୍ଟି ହୋଇନାହିଁ। କ୍ଷେତ୍ର ଅଧିକାରୀମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।</p> <p>ବୈଠକରେ କୃଷି ଓ ସମବାୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।</p>

Related story