Advertisment

ସହିଦଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ଗତକାଲି ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଦୁଇ ଜଣ ଓଡ଼ିଆ ଯବାନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟେଲିଫୋନ୍‌ରେ ଉଭୟ ସହିଦ ପ୍ରସନ୍ନ କୁମାର ସାହୁ ଏବଂ ମନୋଜ ବେହେରାଙ୍କ ପରିବାର ସହ କଥା ହୋଇଛନ୍ତି। ସେହିପରି ଆଜି ସଚିବାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ସହିଦଙ୍କ ଅମରଆତ୍ମାର ସଦଗତି ନିମନ୍ତେ ଏକ ମିନିଟ୍ ନୀରବ ପ୍ରାର୍ଥନା କରିଛନ୍ତି।

ଅଦ୍ୟତନ ହୋଇଛି
ସହିଦଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

cm

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ଗତକାଲି ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଦୁଇ ଜଣ ଓଡ଼ିଆ ଯବାନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ଟେଲିଫୋନ୍‌ରେ ଉଭୟ ସହିଦ ପ୍ରସନ୍ନ କୁମାର ସାହୁ ଏବଂ ମନୋଜ ବେହେରାଙ୍କ ପରିବାର ସହ କଥା ହୋଇଛନ୍ତି।

ସେହିପରି ଆଜି ସଚିବାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ସହିଦଙ୍କ ଅମରଆତ୍ମାର ସଦଗତି ନିମନ୍ତେ ଏକ ମିନିଟ୍ ନୀରବ ପ୍ରାର୍ଥନା କରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe