ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ-ଓଡ଼ିଶାବାସୀ ଗର୍ବିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ଇତିହାସ ରଚିଛନ୍ତି ଦ୍ରୌପଦୀ ମୁର୍ମୁ।  ଓଡ଼ିଆ  ଝିଅ ଦ୍ରୌପଦୀ ମୁର୍ମୁ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ  ତାଙ୍କ ପାଖକୁ ଛୁଟୁଛି ଶୁଭେଚ୍ଛାର ସୁଅ । ଦ୍ରୌପଦୀଙ୍କ ଏହି ବିପୁଳ ବିଜୟ ପରେ ତାଙ୍କୁ ଫୋନ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ତରଫରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଏଥିସହ ତାଙ୍କ […]

naveen-patnaik-dropadi-mu

naveen-patnaik-dropadi-mu

Niharika Rout
  • Published: Friday, 22 July 2022
  • Updated: 22 July 2022, 12:07 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇ ଇତିହାସ ରଚିଛନ୍ତି ଦ୍ରୌପଦୀ ମୁର୍ମୁ।  ଓଡ଼ିଆ  ଝିଅ ଦ୍ରୌପଦୀ ମୁର୍ମୁ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ  ତାଙ୍କ ପାଖକୁ ଛୁଟୁଛି ଶୁଭେଚ୍ଛାର ସୁଅ ।

ଦ୍ରୌପଦୀଙ୍କ ଏହି ବିପୁଳ ବିଜୟ ପରେ ତାଙ୍କୁ ଫୋନ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ତରଫରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ଏଥିସହ ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ବେଶ୍‌ ଗର୍ବିତ ବୋଲି ମଧ୍ୟ ସେ କହିଛନ୍ତି ।

ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ। ଏହି ଶପଥ ସମାରୋହରେ ଯୋଗ ଦେବେ ନବୀନ । ଏଥିନିମନ୍ତେ ସେ ଆସନ୍ତାକାଲିଠୁ ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ।  ଏହାପରେ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଫେରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଏହି ଗସ୍ତବେଳେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ସାଂସଦମାନଙ୍କୁ ଭେଟିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

ଶ୍ରୀମତୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ହୋଇଥିଲେ ମଧ୍ୟ ତାଙ୍କ ପାଇଁ ଓଡ଼ିଶାରେ ପ୍ରଚାରର ମଙ୍ଗ ସମ୍ଭାଳିଥିଲା ବିଜେଡି । ତେଣୁ ଏହି କାରଣରୁ ଅଣଏନଡିଏ ଓ ଅଣୟୁପିଏ ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ପଟ୍ଟନାୟକଙ୍କ ସମେତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀ ଶପଥ ସମାରୋହରେ ସାମିଲ ହେବେ ବୋଲି ସୂଚନା ମିଳିଛି ।

ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ ଦେଶବ୍ୟାପୀ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି  । ଦ୍ରୌପଦୀଙ୍କ ଏହି ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ରୌପଦୀ ରହୁଥିବା ନୂଆଦିଲ୍ଲୀ ତିନି ମୂର୍ତ୍ତି ମାର୍ଗସ୍ଥିତ ଅସ୍ଥାୟୀ ବାସଭବନକୁ ଯାଇ ତାଙ୍କୁ  ଶୁଭେଚ୍ଛା ଜଣାଇଥିଲେ।  ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, ରାଜନାଥ ସିଂ ଓ ଅମିତ ଶାହା ପ୍ରମୁଖ  ମଧ୍ୟ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି।

ଆସନ୍ତା ୨୫ ତାରିଖରେ ଶେଷ ହେବାକୁ ଯାଉଛି ଭାରତର ଚତୁର୍ଦ୍ଦଶତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ସେହିଦିନ ହିଁ ଦ୍ରୌପଦୀ ମୁର୍ମୁ ଦେଶରେ ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଭିଷିକ୍ତ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story