ବିଜେପି ନେତାଙ୍କ ହତ୍ୟା ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିଛନ୍ତି। ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି,“ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ନିର୍ବାଚନ କମିଶନ୍‌ ଏହି ଘଟଣାକୁ ଗୁରୁତ୍ୱର ସହ ନିଅନ୍ତୁ। ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୁଲିସକୁ ନିର୍ଦ୍ଦେଶ ଦିଅନ୍ତୁ, ଯାହା ଦ୍ୱାରା ଏପରି ହୀନ କାର୍ଯ୍ୟର ପୁନରାବୃତ୍ତି […]

cm1

cm1

Jitendra Garnayak
  • Published: Monday, 15 April 2019
  • Updated: 15 April 2019, 11:24 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧାର ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିଛନ୍ତି।

ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି,“ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ନିର୍ବାଚନ କମିଶନ୍‌ ଏହି ଘଟଣାକୁ ଗୁରୁତ୍ୱର ସହ ନିଅନ୍ତୁ। ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୁଲିସକୁ ନିର୍ଦ୍ଦେଶ ଦିଅନ୍ତୁ, ଯାହା ଦ୍ୱାରା ଏପରି ହୀନ କାର୍ଯ୍ୟର ପୁନରାବୃତ୍ତି ହେବନାହିଁ।”

ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାରେ ବିଜେଡିର ହାତ ଥିବା ବିଜେପି ଅଭିଯୋଗ କରିଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ମିଳି ନାହିଁ। ତେବେ ଖୋର୍ଦ୍ଧା ବିଜେଡି ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର କହିଛନ୍ତି, ଏହି ହତ୍ୟାକାଣ୍ଡରେ ବିଜେଡି କର୍ମୀଙ୍କ ସମ୍ପୃକ୍ତି ନାହିଁ। ବିଜେଡି ଭଲ ସ୍ଥିତିରେ ରହିଛି। ବିଜେପି ଆମକୁ ବଦନାମ କରିବା ପାଇଁ ଷଡ଼ଯନ୍ତ୍ର କରୁଛି। ଘଟଣାର ନିରପେକ୍ଷ ତଦନ୍ତ ହେଉ ଓ ଦୋଷୀକୁ ଦଣ୍ଡବିଧାନ କରାଯାଉ।

ସୂଚନାଯୋଗ୍ୟ, ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧାର ନବୀନାବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ନିକଟରେ ମଙ୍ଗୁଳିଙ୍କ ଗୁଳି ହତ୍ୟା କରାଯାଇଥିଲା। ଜଣେ ଦୁର୍ବୃତ୍ତ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳିମାଡ଼ କରି ଚାଲି ଯାଇଥିବା ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story