ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ସୁପାରିସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ IFS ଅଭୟକାନ୍ତ ପାଠକଙ୍କୁ ଦିଆଯାଇପାରେ ବାଧ୍ୟତାମୂଳକ ଅବସର । ଏଥିନିମନ୍ତେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ସୁପାରିଶ କରିଛନ୍ତି । ବରିଷ୍ଠ IFS ଅଭୟକାନ୍ତ ଆୟ ବହିର୍ଭୁତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। ଏହାପରେ ଉଭୟ ପାଠକ ବାପ ପୁଅଙ୍କ ଅମାପ ସମ୍ପତ୍ତି, ଭଳିକି ଭଳି ଦାମୀ ଗାଡ଼ି, ଦେଶର ବିଭିନ୍ନ ସ୍ଥାନରେ ଫ୍ଲାଟ, ଚାଟାର୍ଡ ଫ୍ଲାଇଟରେ […]

bbsr

bbsr

Niharika Rout
  • Published: Thursday, 17 December 2020
  • Updated: 17 December 2020, 01:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ IFS ଅଭୟକାନ୍ତ ପାଠକଙ୍କୁ ଦିଆଯାଇପାରେ ବାଧ୍ୟତାମୂଳକ ଅବସର । ଏଥିନିମନ୍ତେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ସୁପାରିଶ କରିଛନ୍ତି ।

ବରିଷ୍ଠ IFS ଅଭୟକାନ୍ତ ଆୟ ବହିର୍ଭୁତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। ଏହାପରେ ଉଭୟ ପାଠକ ବାପ ପୁଅଙ୍କ ଅମାପ ସମ୍ପତ୍ତି, ଭଳିକି ଭଳି ଦାମୀ ଗାଡ଼ି, ଦେଶର ବିଭିନ୍ନ ସ୍ଥାନରେ ଫ୍ଲାଟ, ଚାଟାର୍ଡ ଫ୍ଲାଇଟରେ ଉଡ଼ାଣ, ତଥା ସଉକ ଆଦି ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଥିଲା।

ଏଯାବତ କୋଟିପତି ବାପପୁଅଙ୍କ ଆକାଉଣ୍ଟରୁ ପ୍ରାୟ ୨୦ କୋଟି ଟଙ୍କା ମିଳିସାରିଥିବା ବେଳେ ଅଭୟକାନ୍ତଙ୍କୁ ସସ୍‌ପେଣ୍ଡ କରିଛନ୍ତି ରାଜ୍ୟ ସରକାର। ଏହାପରେ ବାପପୁଅ ଗିରଫ ହୋଇ ଏବେ ଜେଲ୍‌ରେ ଅଛନ୍ତି।

ଅପରପକ୍ଷେ,  ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା।  କ୍ରାଇମବ୍ରାଞ୍ଚ ଟିମ୍‌ ଏହି ଘଟଣାର ତଦନ୍ତ କରୁଛି।

ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲେ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନର ଏହା ପ୍ରଥମ ଘଟଣା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story