ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଞ୍ଚମ ଥର ପାଇଁ ନବୀନ ମୁଖ୍ୟମନ୍ତ୍ରୀ  ଭାବେ ଶପଥ ନେଇଛନ୍ତି।  ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

naveen

Jyoshna Pradhan
  • Published: Wednesday, 29 May 2019
  • , Updated: 29 May 2019, 12:15 PM IST

Related story