୫ରେ ଦିଲ୍ଲୀ ଗସ୍ତରେ ଯିବେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ଜୁଲାଇ ୨୬ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଫେରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ […]

cm-naveen-patnaik

cm-naveen-patnaik

Ordigital Desk
  • Published: Thursday, 28 July 2022
  • Updated: 28 July 2022, 10:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, ଜୁଲାଇ ୨୬ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଫେରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତା ୫ତାରିଖରେ ପୁଣିଥରେ ନୂଆଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି । ୬ତାରିଖ ଅପରାହ୍ନ ସାଢ଼େ ୪ଟାରେ ରାଷ୍ଟ୍ରପତି ଭବନର କଲଚରାଲ ସେଂଟରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସାମିଲ ହେବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ ବୋଲି ଜଣାପଡ଼ିଛି ।

୭ତାରିଖ ପୂର୍ବାହ୍ନରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ‘ନିତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକ’ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସାମିଲ ହେବେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୮ତାରିଖରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି ।

ସୂଚନାଯୋଗ୍ୟ, ନବନିଯୁକ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ୨୬ତାରିଖରେ ଫେରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story