ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ- କେହି ପଇସା ଅଭାବରୁ କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ଦେଶ ଆଜି ୭୪ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ କରୋନା କଟକଣା ମଧ୍ୟରେ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପତାକା ଉତ୍ତୋଳନ କରିବା ସହିତ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଶେଷ ଭାବେ କରୋନା ସ୍ଥିତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, କରୋନା ମୁକାବିଲା ପାଇଁ ସାହସର ସହ କାମ କରିବାକୁ ହେବ। […]

naveen1

naveen1

Jitendra Garnayak
  • Published: Saturday, 15 August 2020
  • Updated: 15 August 2020, 09:56 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ଦେଶ ଆଜି ୭୪ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ କରୋନା କଟକଣା ମଧ୍ୟରେ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପତାକା ଉତ୍ତୋଳନ କରିବା ସହିତ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଶେଷ ଭାବେ କରୋନା ସ୍ଥିତି ଉପରେ ଆଲୋକପାତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, କରୋନା ମୁକାବିଲା ପାଇଁ ସାହସର ସହ କାମ କରିବାକୁ ହେବ। କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାରେ କୋଭିଡ ହସ୍ପିଟାଲ ହୋଇଛି। ରାଜ୍ୟରେ ପ୍ଲାଜମା ଥେରାପି ଚିକିତ୍ସା ପାଇଁ ପ୍ଲାଜମା ବ୍ୟାଙ୍କ ମଧ୍ୟ ହୋଇଛି। କେହି ପଇସା ଅଭାବରୁ କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ।

ସେ କହିଥିଲେ, କରୋନା ଯୋଦ୍ଧାଙ୍କ ସେବାର ତୁଳନା ନାହିଁ। କରୋନା ଯୋଦ୍ଧାଙ୍କ ପାଇଁ ସାରା ଦେଶରେ ଆମର ମୃତ୍ୟୁ ସଂଖ୍ୟା କମ୍ ରହିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି କହିଥିଲେ, କେବଳ ଭାରତ ନୁହେଁ, ସାରା ବିଶ୍ୱ ପାଇଁ ସଙ୍କଟ ଆଣିଛି କରୋନା। ଶିକ୍ଷା, ସ୍ୱାସ୍ଥ୍ୟ, ଅର୍ଥନୀତି, ପର୍ଯ୍ୟଟନ ଓ ପରିବହନ ସେବା ପ୍ରଭାବିତ ହୋଇଛି। ବିଶ୍ୱର କୋଟି କୋଟି ଲୋକ କରୋନା ପାଇଁ ଜୀବିକା ହରାଇଛନ୍ତି। ଭ୍ୟାକ୍ସିନ ଆସି ସାରିଲେ ହିଁ କରୋନା ନିୟନ୍ତ୍ରଣକୁ ଆସିପାରିବ। କ୍ଷତି ଭରଣା ପାଇଁ ସମସ୍ତଙ୍କୁ ସାହସର ସହ କାମ କରିବାକୁ ପଡ଼ିବ।ମୋର ବିଶ୍ୱାସ କରୋନା ଶୀଘ୍ର ଦେଶରୁ ଦୂର ହେବ ଓ ସ୍କୁଲ୍‌ରେ ଘଣ୍ଟା ବାଜିବ।

ମୁଖ୍ୟମନ୍ତ୍ରୀ କହିଥିଲେ, କୃଷି, ନିର୍ମାଣ ଓ କର୍ମ ସଂସ୍ଥାନ ସୃଷ୍ଟି ପାଇଁ ସରକାର କାର୍ଯ୍ୟ କରୁଛନ୍ତି।  ଓଡ଼ିଶାକୁ ୧୨ ହଜାର କୋଟିର ପୁଞ୍ଜି ନିବେଶ ପ୍ରସ୍ତାବ ଆସିଛି। ମହାରାଷ୍ଟ୍ରକୁ ପଛରେ ପକାଇ ଓଡ଼ିଶା ପୁଞ୍ଜି ନିବେଶରେ ୧ ନମ୍ବର ସ୍ଥାନ ହାସଲ କରିଛି। ୨୦୧୯-୨୦ରେ ଦେଶରେ କୃଷି ଅଭିବୃଦ୍ଧି ହାର ୨.୮% ଥିବା ବେଳେ ରାଜ୍ୟରେ ୭.୬୧% ରହିଛି।

https://www.facebook.com/OdishaReporter/posts/2991627464293977

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story