ଓଡ଼ିଆ ନବବର୍ଷରେ ‘ଓଡ଼ିଆ’ରେ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର: ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍‌ କରି ଏହି ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟର ଯୋଗେ ମୁଖ୍ୟମନ୍ତ୍ରୀ ଜଣାଇଥିବା ଏହି ଶୁଭେଚ୍ଛା ବାର୍ତ୍ତା ଓଡ଼ିଆରେ ଲେଖା ହୋଇଛି। ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,“ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷରେ ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ନବବର୍ଷ ଓଡ଼ିଶାବାସୀଙ୍କ ପାଇଁ ସୁଖ ଓ ସମୃଦ୍ଧର ବର୍ଷ ହେଉ।”

naveen

Rakesh Mallick
  • Published: Friday, 14 April 2017
  • , Updated: 14 April 2017, 10:27 AM IST

ଭୁବନେଶ୍ୱର: ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍‌ କରି ଏହି ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟର ଯୋଗେ ମୁଖ୍ୟମନ୍ତ୍ରୀ ଜଣାଇଥିବା ଏହି ଶୁଭେଚ୍ଛା ବାର୍ତ୍ତା ଓଡ଼ିଆରେ ଲେଖା ହୋଇଛି।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,“ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷରେ ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ନବବର୍ଷ ଓଡ଼ିଶାବାସୀଙ୍କ ପାଇଁ ସୁଖ ଓ ସମୃଦ୍ଧର ବର୍ଷ ହେଉ।”

Related story