କରୋନା ସତର୍କତା: ଭଉଣୀଙ୍କ ନାମ ପଞ୍ଜୀକୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସତର୍କତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀଙ୍କ ନାମ ପଞ୍ଜୀକୃତ ହୋଇଛି। ବିଦେଶରୁ ଆସିଥିବାରୁ ଭଉଣୀ ଗୀତା ମେହେଟ୍ଟାଙ୍କ ନାମ ପଞ୍ଜୀକୃତ ହୋଇଛି। ସରକାରୀ ପୋର୍ଟାଲରେ ଭଉଣୀଙ୍କ ନାଁ ପଞ୍ଜୀକରଣ କଲେ ମୁଖ୍ୟମନ୍ତ୍ରୀ। ଏନେଇ ଟ୍ୱିଟ୍‌ କରି ଜଣାଇଲେ ମୁଖ୍ୟମନ୍ତ୍ରୀ। ବିଦେଶରୁ ଆସୁଥିବା ସମସ୍ତଙ୍କୁ ନାମ ପଞ୍ଜିକରଣ ପାଇଁ ନବୀନ ଅପିଲ୍ କରିଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟରେ ପ୍ରଥମ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ଏହାର ମୁକାବିଲା ଲାଗି ଅଧିକ […]

naveengita-1

naveengita-1

Tapas Behera
  • Published: Wednesday, 18 March 2020
  • Updated: 18 March 2020, 04:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସତର୍କତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀଙ୍କ ନାମ ପଞ୍ଜୀକୃତ ହୋଇଛି। ବିଦେଶରୁ ଆସିଥିବାରୁ ଭଉଣୀ ଗୀତା ମେହେଟ୍ଟାଙ୍କ ନାମ ପଞ୍ଜୀକୃତ ହୋଇଛି। ସରକାରୀ ପୋର୍ଟାଲରେ ଭଉଣୀଙ୍କ ନାଁ ପଞ୍ଜୀକରଣ କଲେ ମୁଖ୍ୟମନ୍ତ୍ରୀ। ଏନେଇ ଟ୍ୱିଟ୍‌ କରି ଜଣାଇଲେ ମୁଖ୍ୟମନ୍ତ୍ରୀ। ବିଦେଶରୁ ଆସୁଥିବା ସମସ୍ତଙ୍କୁ ନାମ ପଞ୍ଜିକରଣ ପାଇଁ ନବୀନ ଅପିଲ୍ କରିଛନ୍ତି।

ସୂଚନା ଅନୁଯାୟୀ, ରାଜ୍ୟରେ ପ୍ରଥମ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ଏହାର ମୁକାବିଲା ଲାଗି ଅଧିକ ତତ୍ପର ହୋଇଛନ୍ତି। ଏଥିପାଇଁ ବିଦେଶ ଫେରନ୍ତାଙ୍କୁ ନିଜ ସମ୍ପର୍କରେ ସୂଚନା ଦେବାକୁ ସରକାର ଏକ ପୋର୍ଟାଲ ବ୍ୟବସ୍ଥା କରିଛନ୍ତି।

ଏଥିପାଇଁ ପଞ୍ଜିକରଣ ନିମନ୍ତେ covid19.odisha.gov.inର ବ୍ୟବସ୍ଥା ହୋଇଛି। ବିଦେଶରୁ ଆସିଥିବା ବା ଆସିବାକୁ ଥିବା ବ୍ୟକ୍ତି ଏହି ପୋର୍ଟାଲରେ ପଞ୍ଜିକରଣ କିମ୍ବା ନିଃଶୁଳ୍କ ନମ୍ବର ୧୦୪କୁ ଫୋନ୍ କରି ମଧ୍ୟ ରେଜିଷ୍ଟ୍ରେସନ କରିପାରିବେ। ଅଦ୍ୟାବଧି ଏହି ପୋର୍ଟାଲରେ ୧୨୩୯ରୁ ଅଧିକ ବ୍ୟକ୍ତି ପଞ୍ଜିକରଣ କରିସାରିଲେଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story