ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଦଲ୍ଲୀ ଗସ୍ତ ସାରି ଆଜି ସନ୍ଧ୍ୟାରେ ଓଡ଼ିଶା ଫରିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଭର୍ତ୍ତୃହରି ମହତାବଙ୍କୁ ସେ ଦେଇଥିବା ନୋଟିସ୍‌ର ଉତ୍ତର ପାଇନାହାନ୍ତି ବୋଲି କହିଛନ୍ତି। ଗତ ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଗସ୍ତରେ ଯାଇଥିଲେ। ଗତକାଲି ସେ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀରେ ଯୋଗଦେଇଥିଲେ। ଆଜି ମୁଖ୍ୟମନ୍ତ୍ରୀ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

cm

Rakesh Mallick
  • Published: Monday, 21 November 2016
  • , Updated: 21 November 2016, 08:35 PM IST

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଦିନିଆ ଦଲ୍ଲୀ ଗସ୍ତ ସାରି ଆଜି ସନ୍ଧ୍ୟାରେ ଓଡ଼ିଶା ଫରିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଭର୍ତ୍ତୃହରି ମହତାବଙ୍କୁ ସେ ଦେଇଥିବା ନୋଟିସ୍‌ର ଉତ୍ତର ପାଇନାହାନ୍ତି ବୋଲି କହିଛନ୍ତି।

ଗତ ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଗସ୍ତରେ ଯାଇଥିଲେ। ଗତକାଲି ସେ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀରେ ଯୋଗଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିମୁଦ୍ରାକରଣ, ମହାନଦୀ ଓ ପୋଲାଭରମ୍‌ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଥିଲେ।

Related story