ଇନ୍ଦ୍ରାବତୀକୁ ମା’ କହିଲେ ନବୀନ, ଗଢ଼ିବେ ମନ୍ଦିର

ଭବାନୀପାଟଣା(ଓଡ଼ିଶା ରିପୋର୍ଟର): କରୋନା ପରେ କଳାହାଣ୍ଡି ଗସ୍ତ କରି ମୁଖ୍ୟମନ୍ତ୍ରୀ ଆଜି ୫୪ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ କଳାହାଣ୍ଡିର ବିକାଶ ନୂଆ ଓଡିଶା ପାଇଁ ବାଟ ଦେଖାଇଥିବା କହିଛନ୍ତି। କଳାହାଣ୍ଡି ଜିଲ୍ଲାର ଏହି ରୂପାନ୍ତରର ସବୁ ଶ୍ରେୟ ଇନ୍ଦ୍ରାବତୀ ନଦୀକୁ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ କହିଛନ୍ତି, ଇନ୍ଦ୍ରାବତୀ ଆମର ମା’ ଏବଂ କଳାହାଣ୍ଡିର ଜୀବନରେଖା।  ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି […]

Indrabati-River

Indrabati-River

Niharika Rout
  • Published: Thursday, 14 January 2021
  • Updated: 14 January 2021, 02:32 PM IST

Sports

Latest News

ଭବାନୀପାଟଣା(ଓଡ଼ିଶା ରିପୋର୍ଟର): କରୋନା ପରେ କଳାହାଣ୍ଡି ଗସ୍ତ କରି ମୁଖ୍ୟମନ୍ତ୍ରୀ ଆଜି ୫୪ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ କଳାହାଣ୍ଡିର ବିକାଶ ନୂଆ ଓଡିଶା ପାଇଁ ବାଟ ଦେଖାଇଥିବା କହିଛନ୍ତି। କଳାହାଣ୍ଡି ଜିଲ୍ଲାର ଏହି ରୂପାନ୍ତରର ସବୁ ଶ୍ରେୟ ଇନ୍ଦ୍ରାବତୀ ନଦୀକୁ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ କହିଛନ୍ତି, ଇନ୍ଦ୍ରାବତୀ ଆମର ମା’ ଏବଂ କଳାହାଣ୍ଡିର ଜୀବନରେଖା।  ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି । କଳାହାଣ୍ଡିବାସୀଙ୍କ ଦେହରେ ତା’ ପାଣି ରକ୍ତ ହୋଇ ବୋହୁଛି।

ମା’ ଇନ୍ଦ୍ରାବତୀର ଏହି ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ । ଏହି ଉଦ୍ୟାନ ଭିତରେ ମା’ ଇନ୍ଦ୍ରାବତୀଙ୍କ ଏକ ଭବ୍ୟ ମନ୍ଦିର ନିର୍ମାଣ କରାଯିବ । ଏହି Museum ସାରା ବିଶ୍ୱକୁ କଳାହାଣ୍ଡିର ରୂପାନ୍ତରର କାହାଣୀ କହିବ ।  ଇନ୍ଦ୍ରାବତୀର ଟୋପାଏ ବି ଜଳବିନ୍ଦୁକୁ ନଷ୍ଟ ହେବାକୁ ନ ଦେଇ, କଳାହାଣ୍ଡିର ବିକାଶରେ ପୁରା ବିନିଯୋଗ କରିବ। ଏଥିସହିତ ଭବିଷ୍ୟତ ପୀଢି ପାଇଁ ଇନ୍ଦ୍ରବତୀର ପାଣିକୁ ସୁରକ୍ଷିତ ରଖିବାକୁ ସଂକଳ୍ପ ନେବା ପାଇଁ ମୁଖ୍ୟମନ୍ତ୍ରୀ କଳାହାଣ୍ଡିର ଚାଷୀ ଭାଇଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଥିଲେ।

ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୦୦ ମସିହାରେ କଳାହାଣ୍ଡିରେ ଶିଶୁ ମୃତ୍ୟୁ ହାର ପ୍ରତି ହଜାରରେ ୭୬ ଥିବାବେଳେ, ମାତୃ ମୃତ୍ୟୁ ହାର ୪୩୨ ଥିଲା। ରାଜ୍ୟ ସରକାରଙ୍କର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଯୋଗୁ ଆଜି ଏହି ହାର କମିଛି ଏବଂ ଆମେ ବହୁ ସଂଖ୍ୟାରେ ଶିଶୁ ଓ ମା’ମାନଙ୍କ ଜୀବନ ରକ୍ଷା କରିପାରିଛୁ ।

ଆଜି ଉଦ୍‌ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ୍‌ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ,ମନ୍ତ୍ରୀ ଶ୍ରୀ ରଘୁନଦନ ଦାଶ, ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର  ଉଦ୍‌ବୋଧନ ଦେଇଥିଲେ । Prince Dance group ଆକର୍ଷଣୀୟ  ନୃତ୍ୟ ଜରିଆରେ କଳାହାଣ୍ଡିର ବିକାଶର ଧାରା ଉପସ୍ଥାପନା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story