‘କ୍ୱାରେଣ୍ଟାଇନ୍‌ ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କ ରହିବା, ଖାଇବା ନିମନ୍ତେ ରାଜ୍ୟ ସରକାର କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ସବୁ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବହୁ ପ୍ରବାସୀ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଖସି ପଳାଉଛନ୍ତି । ଏପରି ଘଡ଼ିସନ୍ଧି ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ । ଏପରି ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଜି ସତର୍କ କରାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ନିଜର ଓ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟାଇନ୍‌ରେ ରହି […]

naveen-patnik

naveen-patnik

Niharika Rout
  • Published: Monday, 04 May 2020
  • Updated: 04 May 2020, 11:54 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କ ରହିବା, ଖାଇବା ନିମନ୍ତେ ରାଜ୍ୟ ସରକାର କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ସବୁ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବହୁ ପ୍ରବାସୀ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଖସି ପଳାଉଛନ୍ତି । ଏପରି ଘଡ଼ିସନ୍ଧି ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ । ଏପରି ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଜି ସତର୍କ କରାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ନିଜର ଓ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟାଇନ୍‌ରେ ରହି ନିୟମ ମାନନ୍ତୁ ବୋଲି ଓଡ଼ିଶା ଫେରୁଥିବା ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍‌ କରିଛନ୍ତି। ଓଡ଼ିଶା ଭଲ ସ୍ଥିତିରେ ଅଛି, ଲକ୍ଷ ଲକ୍ଷ ଲୋକ ଦିନରାତି କାମ କରୁଛନ୍ତି। ଯେଉଁମାନେ ଫେରୁଛନ୍ତି ସେମାନେ ମଧ୍ୟ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ।  ଏହାର ଉଲ୍ଲଙ୍ଘନ ହେଲେ ସରପଞ୍ଚମାନେ ପ୍ରଶାସନକୁ ଅବଗତ କରିବେ । ଆଉ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଉଲ୍ଲେଖଯୋଗ୍ୟ ଯେ,  କେଉଁଠି କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ତ କେଉଁଠି  ରାଜ୍ୟକୁ ଫେରିବା ବାଟରୁ ପ୍ରବାସୀମାନେ ଖସି ପଳାଇଛନ୍ତି। ଏହାବ୍ୟତୀତ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ମଧ୍ୟ ସାମାଜିକ ଦୂରତା ନିୟମ ନ ମାନି ବହୁ ପ୍ରବାସୀ ବିଶୃଙ୍ଖଳିତ ଆଚରଣ ସହ ଫୁଲ୍‌ ମଜାମସ୍ତିରେ ଦିନ କାଟିଛନ୍ତି। ଏହାଦ୍ୱାରା ସଂକ୍ରମଣର ଆଶଙ୍କା ବଢ଼ିଯାଉଛି। ତେଣୁ ଏପରି ଘଟଣା ସାମନାକୁ ଆସିଲେ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ରାଜ୍ୟ ସରକାର ଦୃଢ ପଦକ୍ଷେପ ଗ୍ରହଣ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ନିଜ ବାର୍ତ୍ତାରେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story