କାଲି ଆସିବେ ରାଷ୍ଟ୍ରପତି, ସ୍ୱାଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିବାବେଳେ ରାଷ୍ଟ୍ରପତି ପୁରୀରେ ରାତ୍ରି ରହଣୀ ସହ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ବୋଲି ଜଣାପଡ଼ିଛି । ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ କରୋନା ସଂକ୍ରମିତ ହୋଇଥିବାରୁ ସେ ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ ନାହିଁ ବୋଲି ସୂଚନା ମିଳିଛି। […]

Ramnath-kovind

Ramnath-kovind

Ordigital Desk
  • Published: Friday, 18 February 2022
  • Updated: 18 February 2022, 10:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଥିବାବେଳେ ରାଷ୍ଟ୍ରପତି ପୁରୀରେ ରାତ୍ରି ରହଣୀ ସହ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ବୋଲି ଜଣାପଡ଼ିଛି । ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ କରୋନା ସଂକ୍ରମିତ ହୋଇଥିବାରୁ ସେ ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବେ ନାହିଁ ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତାକାଲି ଦିନ ୧୨ଟା ୧୫ମିନିଟରେ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ଦିନ ୨ଟା ୪୫ମିନିଟରେ ପହଂଚିବେ । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ବିଧିବଦ୍ଧ ସ୍ୱାଗତ କରିବେ । ରାଷ୍ଟ୍ରପତି ସେଠାରୁ ପୁରୀ ଯିବେ ଓ ଆସନ୍ତାକାଲି ଅପରାହ୍ନ ୪ଟାରୁ ୬ଟା ମଧ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ୨ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ରାଷ୍ଟ୍ରପତି ପୁରୀରେ ରାତ୍ରିରହଣୀ କରିବେ । ଏହା ସହିତ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବାର ସୂଚନା ମିଳିଛି ।

ଅନ୍ୟପକ୍ଷରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ କରୋନା ସଂକ୍ରମିତ ହୋଇଥିବାରୁ ସେ ଆସନ୍ତାକାଲି ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିପାରିବେ ନାହିଁ । ସେ ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥା’ନ୍ତି । ତେବେ ତାଙ୍କ ଦେହରେ କରୋନାର ଲକ୍ଷଣ ଦେଖାଯିବା ପରେ ଡାକ୍ତରଙ୍କ ପରାମର୍ଶରେ ସେ ୭ଦିନିଆ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story