ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଆରମ୍ଭ ହେଲା ହକି ବିଶ୍ୱକପ୍

କଟକ(ଓଡ଼ିଶା ରିପୋର୍ଟର): ଝଲସିଲା ବାରବାଟୀ। ଝୁମିଲେ ଦର୍ଶକ। ପୁରୁଷ ହକି ବିଶ୍ୱକପ୍‌ରେ ଗ୍ରାଣ୍ଡ ଓପେନିଂ ସେରିମେନିରେ ଦୁଲୁକୁଲା କଟକ ବାରବାଟୀ ଷ୍ଟାଡିୟମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ହକି ମହାକୁମ୍ଭର ଶୁଭାରମ୍ଭ ହୋଇଛି। ସମସ୍ତ ଅତିଥିଙ୍କୁ ସ୍ୱାଗତ କରିବା ସହିତ ଏହି ଆୟୋଜନରେ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ନବୀନ। ହକି ବିଶ୍ୱକପ୍‌ ଆୟୋଜନ ନେଇ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର […]

Hockey

Hockey

Manoranjan Sial
  • Published: Wednesday, 11 January 2023
  • Updated: 11 January 2023, 10:11 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଝଲସିଲା ବାରବାଟୀ। ଝୁମିଲେ ଦର୍ଶକ। ପୁରୁଷ ହକି ବିଶ୍ୱକପ୍‌ରେ ଗ୍ରାଣ୍ଡ ଓପେନିଂ ସେରିମେନିରେ ଦୁଲୁକୁଲା କଟକ ବାରବାଟୀ ଷ୍ଟାଡିୟମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପସ୍ଥିତିରେ ହକି ମହାକୁମ୍ଭର ଶୁଭାରମ୍ଭ ହୋଇଛି। ସମସ୍ତ ଅତିଥିଙ୍କୁ ସ୍ୱାଗତ କରିବା ସହିତ ଏହି ଆୟୋଜନରେ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ନବୀନ।

ହକି ବିଶ୍ୱକପ୍‌ ଆୟୋଜନ ନେଇ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର। ଓଡ଼ିଶାରେ ସବୁଠାରୁ ଭବ୍ୟ ଆୟୋଜନ ହୋଇଥିବା କହିଲେ ଠାକୁର। ଯେତେ ବି ବିଶ୍ୱକପ୍ ହୋଇଛି, ଓଡ଼ିଶାରେ ସବୁଠାରୁ ଭବ୍ୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ହଜାର ହଜାର ଦର୍ଶକଙ୍କ ପାଇଁ ସ୍ୱତନ୍ତ୍ର ଆକର୍ଷଣ ସାଜିଛନ୍ତି ଓଲିଉଡ୍ ଓ ବଲିଉଡ୍ ଷ୍ଟାରଙ୍କ ମ୍ୟୁଜିକ୍‌ ଓ ଡ୍ୟାନ୍ସ ସୋ। ଏହି ଗ୍ରାଣ୍ଡ ସେଲିବ୍ରେସନ୍‌ର ଜଲ୍ଓ୍ୱା ଦେଖାଉଛନ୍ତି ବଲିଉଡ୍ ଅଭିନେତା ରଣବୀର ସିଂ ଓ ଅଭିନେତ୍ରୀ ଦିଶା ପଟାନୀ। ଏହାଛଡ଼ା ସଂଗୀତ ପରିବେଷଣ କରୁଛନ୍ତି ବଲିଉଡ୍ ସଂଗୀତ ନିର୍ଦ୍ଦେଶକ ପ୍ରୀତମ ଓ ବ୍ଲାକ ସ୍ୱାନ୍‌ ଗ୍ରୁପ୍।

ଆଜିର ଭବ୍ୟ କାର୍ଯ୍ୟକ୍ରମ ସମ୍ବଲପୁରୀ ନୃତ୍ୟରୁ ଆରମ୍ଭ ହୋଇଥିବା ବେଳେ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ସ୍ମିତି ମିଶ୍ର, ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍, ରାପର ବିଗ୍ ଡିଲ୍, ରିତୁରାଜ ମହାନ୍ତି ଏବଂ ଓଲିଉଡ୍‌ ଷ୍ଟାର୍ କପଲ୍ ସବ୍ୟସାଚୀ-ଅର୍ଚ୍ଚିତାଙ୍କ କାର୍ଯ୍ୟକ୍ରମକୁ ମଧ୍ୟ ଉପଭୋଗ କରିଛନ୍ତି ଦର୍ଶକ। ପୁରୁଷ ହକି ବିଶ୍ୱକପ୍ ଭୁବନେଶ୍ୱର ଓ ରାଉରକେଲାରେ ୩ ସପ୍ତାହ ଧରି ଚାଲିବାକୁ ଥିବା ବେଳେ ଆସନ୍ତା ୧୩ ତାରିଖରୁ ପଡ଼ିଆରେ ଆରମ୍ଭ ହେବ ମୁକାବିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story