ଟ୍ୱିଟରରେ ଲକ୍ଷ୍ମୀ ପୂଜା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଗଜଲକ୍ଷ୍ମୀ ପୂଜା। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ଟ୍ୱିଟର ପେଜ୍‌ରେ ମାଆ ଲକ୍ଷ୍ମୀଙ୍କ ଏକ ଫଟୋ ସହ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ସମସ୍ତଙ୍କ ପ୍ରତି ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ କାମନା କରିଛନ୍ତି।

cm

cm

Rakesh Mallick
  • Published: Thursday, 05 October 2017
  • Updated: 05 October 2017, 06:43 AM IST

Sports

Latest News

ଭୁବନେଶ୍ୱର: ଆଜି ଗଜଲକ୍ଷ୍ମୀ ପୂଜା। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ତାଙ୍କ ଟ୍ୱିଟର ପେଜ୍‌ରେ ମାଆ ଲକ୍ଷ୍ମୀଙ୍କ ଏକ ଫଟୋ ସହ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ସମସ୍ତଙ୍କ ପ୍ରତି ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ କାମନା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos