ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଆଜି ସେ ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସୋଶାଲ୍ ମିଡିଆରେ ସାରା ଦେଶରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ଲୋକେ। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍ କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ଶରୀର ସୁସ୍ଥ ରହୁ ଓ ସେ ଦୀର୍ଘଜୀବୀ ହୁଅନ୍ତୁ ବୋଲି କାମନା […]

naveen-modi

naveen-modi

Jitendra Garnayak
  • Published: Thursday, 17 September 2020
  • Updated: 17 September 2020, 08:35 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଆଜି ସେ ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସୋଶାଲ୍ ମିଡିଆରେ ସାରା ଦେଶରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ଲୋକେ। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍ କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ଶରୀର ସୁସ୍ଥ ରହୁ ଓ ସେ ଦୀର୍ଘଜୀବୀ ହୁଅନ୍ତୁ ବୋଲି କାମନା କରିଛନ୍ତି।

କେନ୍ଦ୍ର ମନ୍ତ୍ରୀଙ୍କ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos