ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ମୁଖ୍ୟମନ୍ତ୍ରୀ ଲେଖିଲେ ଚିଠି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ବ୍ୟବସ୍ଥା କରିବାକୁ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରୁ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ବିମାନସେବା ରହିଥିଲେ ମଧ୍ୟ ସବୁ ବିମାନ ଦିଲ୍ଲୀ ଦେଇ ଯାଉଛି। ଏହାଦ୍ୱାରା ଯାତ୍ରୀମାନଙ୍କୁ ଅଧିକ ଖର୍ଚ୍ଚ କରିବାକୁ ପଡ଼ୁଥିବା ବେଳେ ଅଧିକ ସମୟ ମଧ୍ୟ ଲାଗୁଛି। ଓଡ଼ିଶାକୁ ବିଦେଶରୁ ଯାତ୍ରୀଙ୍କ ଆଗମନ ବୃଦ୍ଧି ପାଇଛି। ଏହାସହ ଅନେକ ଯାତ୍ରୀ ବିଦେଶକୁ ଯାଉଛନ୍ତି। […]

naveen

naveen

Tapaswini Nayak
  • Published: Saturday, 13 July 2019
  • Updated: 13 July 2019, 03:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ବ୍ୟବସ୍ଥା କରିବାକୁ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରୁ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ବିମାନସେବା ରହିଥିଲେ ମଧ୍ୟ ସବୁ ବିମାନ ଦିଲ୍ଲୀ ଦେଇ ଯାଉଛି। ଏହାଦ୍ୱାରା ଯାତ୍ରୀମାନଙ୍କୁ ଅଧିକ ଖର୍ଚ୍ଚ କରିବାକୁ ପଡ଼ୁଥିବା ବେଳେ ଅଧିକ ସମୟ ମଧ୍ୟ ଲାଗୁଛି।

ଓଡ଼ିଶାକୁ ବିଦେଶରୁ ଯାତ୍ରୀଙ୍କ ଆଗମନ ବୃଦ୍ଧି ପାଇଛି। ଏହାସହ ଅନେକ ଯାତ୍ରୀ ବିଦେଶକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନେକ ଆନ୍ତର୍ଜାତିକ ଏୟାରଲାଇନ୍‌ସ ଭୁବନେଶ୍ୱରରୁ ଯାତ୍ରୀସେବା ଆରମ୍ଭ କରିବାକୁ ଚାହୁଁଛନ୍ତି। ତେଣୁ ଏୟାର ଇଣ୍ଡିଆ କିମ୍ବା ଅନ୍ୟ ଆନ୍ତର୍ଜାତିକ ସଂସ୍ଥାଦ୍ୱାରା ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ବେସାମରିକ ବିମାନଚଳାଚଳ ରାଷ୍ଟ୍ରମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story