କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନ୍‌ରେ ଏକ କୋଇଲା ବୋଝେଇ ଟ୍ରେନ୍‌ର ଏକ ବଗିରେ ନିଆଁ ଲାଗି ଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଟ୍ରେନ୍‌ଟି ତାଳଚେରରୁ ହଳଦିଆ ଯାଉଥିଲା। ବଗି ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି। ତେବେ ବିଦ୍ୟୁତ୍ ତାର କଟାଯାଇ ନଥିବାରୁ ନିଆଁକୁ ଆୟତ୍ତ କରାଯାଇ ପାରି ନାହିଁ।

train

Jyoshna Pradhan
  • Published: Monday, 10 June 2019
  • , Updated: 10 June 2019, 09:10 AM IST

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନ୍‌ରେ ଏକ କୋଇଲା ବୋଝେଇ ଟ୍ରେନ୍‌ର ଏକ ବଗିରେ ନିଆଁ ଲାଗି ଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଟ୍ରେନ୍‌ଟି ତାଳଚେରରୁ ହଳଦିଆ ଯାଉଥିଲା। ବଗି ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି। ତେବେ ବିଦ୍ୟୁତ୍ ତାର କଟାଯାଇ ନଥିବାରୁ ନିଆଁକୁ ଆୟତ୍ତ କରାଯାଇ ପାରି ନାହିଁ।

Related story