ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷାରେ ଭିଜିବ କୁମାର ପୂର୍ଣ୍ଣିମା। ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, […]

rain

rain

Tapaswini Nayak
  • Published: Sunday, 09 October 2022
  • Updated: 09 October 2022, 02:32 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷାରେ ଭିଜିବ କୁମାର ପୂର୍ଣ୍ଣିମା। ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର। ତେବେ ଗଜପତି, ଗଞ୍ଜାମ  ଓ ପୁରୀ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲ୍ଲା ଗୁଡ଼ିକରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଯୋଗୁ ରାଜ୍ୟରେ କିଛିଦିନ ହେବ ବର୍ଷା ଜାରି ରହିଛି। ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ  ଟ୍ୱିଟ୍ କରି ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story