ଡେରିରେ ହେଲେ ବି ଫେରିଛି ଶୀତ, ଆଗକୁ ଆହୁରି ବଢ଼ିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଡେରିରେ ହେଲେ ବି ଶୀତ ଫେରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଡ଼ଭଙ୍ଗା ଶୀତ ଆରମ୍ଭ ହେଲାଣି। ତେବେ ଆଗକୁ ଆହୁରି ଶୀତ ବଢ଼ିବ। ରାଜ୍ୟରେ ଶୀତର ପ୍ରକୋପ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାପମାତ୍ରା ୧ରୁ ୨ ଡିଗ୍ରୀ ହ୍ରାସ ପାଇଥିବାବେଳେ ଆଗକୁ ଆହୁରି କମିବ। ଫଳରେ ଆହୁରି ଅଧିକ ଶୀତ ଅନୁଭୂତ ହେବ। ସେହିପରି କେନ୍ଦୁଝର ଓ ବାଲେଶ୍ୱରରେ ତାପମାତ୍ରା ୧୦ ଡିଗ୍ରୀ କମିଛି। […]

winter

winter

Niharika Rout
  • Published: Friday, 20 December 2019
  • Updated: 20 December 2019, 09:37 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଡେରିରେ ହେଲେ ବି ଶୀତ ଫେରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଡ଼ଭଙ୍ଗା ଶୀତ ଆରମ୍ଭ ହେଲାଣି। ତେବେ ଆଗକୁ ଆହୁରି ଶୀତ ବଢ଼ିବ। ରାଜ୍ୟରେ ଶୀତର ପ୍ରକୋପ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ତାପମାତ୍ରା ୧ରୁ ୨ ଡିଗ୍ରୀ ହ୍ରାସ ପାଇଥିବାବେଳେ ଆଗକୁ ଆହୁରି କମିବ। ଫଳରେ ଆହୁରି ଅଧିକ ଶୀତ ଅନୁଭୂତ ହେବ। ସେହିପରି କେନ୍ଦୁଝର ଓ ବାଲେଶ୍ୱରରେ ତାପମାତ୍ରା ୧୦ ଡିଗ୍ରୀ କମିଛି। ଉତ୍ତରା ପବନ ସହ ଶୀତର ଲହରି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ଏମିତି ଶୀତ ଅନୁଭୂତ ହେଉଛି ଯେ ଲୋକେ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ସେହିପରି ଫୁଲବାଣୀରେ ମଧ୍ୟ ସମାନ ଅବସ୍ଥା। ସକାଳ ହେଲେ ଲୋକେ ନିଆଁ ଜାଳି ଏହାର ଚାରିପାଖେ ବସୁଥିବା ଦେଖିବାକୁ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story