୧୧ରୁ ଫେରୁଛି ଶୀତ, କାଲି ବର୍ଷା!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ଅପସାରଣ ପରେ ରାଜ୍ୟକୁ ଫେରିବ ଶୀତ। ଅର୍ଥାତ ୧୧ ତାରିଖରୁ ରାତିର ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ତଳକୁ ଖସିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଶ୍ଚିମା ଝଡ ଅପସାରଣ ପରେ ରାଜ୍ୟରେ ପୁଣି ୧୧ ତାରିଖରୁ ରାତ୍ରି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା — Meteorological Centre, Bhubaneswar (@mcbbsr) […]

Cold wave in Odisha

Cold wave in Odisha

Manoranjan Sial
  • Published: Tuesday, 08 February 2022
  • Updated: 08 February 2022, 07:58 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ଅପସାରଣ ପରେ ରାଜ୍ୟକୁ ଫେରିବ ଶୀତ। ଅର୍ଥାତ ୧୧ ତାରିଖରୁ ରାତିର ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ତଳକୁ ଖସିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

https://twitter.com/mcbbsr/status/1490983182816391170?s=20&t=qJxfoOAr7QFHXTiXb7Kv7A

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶ ଡକ୍ଟର ଏଚ୍‌.ଆର୍‌ ବିଶ୍ୱସ କହିଛନ୍ତି, ୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ। ଠିକ୍‌ ସେମିତି ୧୦ ତାରିଖରେ ସୋନପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୋଳ, ସମ୍ୱଲପୁର,ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ୧୧ ଓ ୧୨ ତାରିଖରେ ପାଗ ଶୁଖିଲା ରହିବ। କିନ୍ତୁ ଶୀତ ବଢ଼ିବ ବୋଲି ଡକ୍ଟର ବିଶ୍ୱସ କହିଛନ୍ତି।

https://twitter.com/mcbbsr/status/1490965206968647681?s=20&t=qJxfoOAr7QFHXTiXb7Kv7A

ସେ କହିଛନ୍ତି, ଆସନ୍ତାକାଲି(ବୁଧବାର) କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଜଗତସିଂହପୁର ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ଅପସାରଣ ପରେ ୧୧ ତାରିଖରୁ ରାତିର ତାପମାତ୍ରା ତଳକୁ ଖସିବାର ସମ୍ଭାବନା ରହିଛି। ଭୁବନେଶ୍ୱର ସହରରେ ଆସନ୍ତାକାଲି ସକାଳେ କୁହୁଡି ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶ କହିଛନ୍ତି।

https://youtu.be/zhafIs1qHlo

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story