୧୦ ଡିଗ୍ରୀ ତଳେ ୬ଟି ସହରର ତାପମାତ୍ରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଆଜି ୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସବୁଠୁ ଅଧିକ ଶୀତ ହେଉଛି। ଏଠାରେ ଆଜି ସର୍ବନିମ୍ନ ତାପମାତ୍ରା ୭.୩ ଡଗ୍ରୀ ରେକର୍ଡ କରାଯାଇଛି। ସେହିପରି ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୮.୬ ଡିଗ୍ରୀ ରହିଥିବା ବେଳେ କୋରାପୁଟରେ ୯, ସୋନପୁରରେ ୯.୫, ଦାରିଙ୍ଗବାଡ଼ିରେ ୯.୬ ଓ ଭବାନୀପାଟଣାରେ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଓ କଟକରେ ତାପମାତ୍ରା ୧୦ […]

winter

winter

Jitendra Garnayak
  • Published: Monday, 21 January 2019
  • Updated: 21 January 2019, 10:30 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଆଜି ୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।

ଫୁଲବାଣୀରେ ସବୁଠୁ ଅଧିକ ଶୀତ ହେଉଛି। ଏଠାରେ ଆଜି ସର୍ବନିମ୍ନ ତାପମାତ୍ରା ୭.୩ ଡଗ୍ରୀ ରେକର୍ଡ କରାଯାଇଛି।

ସେହିପରି ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୮.୬ ଡିଗ୍ରୀ ରହିଥିବା ବେଳେ କୋରାପୁଟରେ ୯, ସୋନପୁରରେ ୯.୫, ଦାରିଙ୍ଗବାଡ଼ିରେ ୯.୬ ଓ ଭବାନୀପାଟଣାରେ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି।

ଭୁବନେଶ୍ୱର ଓ କଟକରେ ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୮ ଡିଗ୍ରୀ ରହିଥିବା ବେଳେ କଟକରେ ୧୧.୮ ଡିଗ୍ରୀ ରହିଛି।

ସୂଚନାଯୋଗ୍ୟ, ଗତ ତିନି ଦିନ ହେବ ରାଜ୍ୟର କିଛି ଅଞ୍ଚଳରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳୁଛି। ଗତ ଶନିବାର ଓ ରବିବାର ଭୁବନେଶ୍ୱର ଏବଂ କଟକରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ସେହିପରି ଆଜି କଟକ ସମେତ ପାରାଦୀପ ଓ କେନ୍ଦ୍ରାପଡ଼ାରେ କୁହୁଡ଼ି ଦେଖିବାକୁ ମିଳିଛି। କୁହୁଡ଼ି ଯୋଗୁ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏଥିଯୋଗୁ ଛୋଟମୋଟ ଦୁର୍ଘଟଣା ବି ଘଟୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story