କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି। ଭୁବନେଶ୍ୱର, ଅନୁଗୁଳ ଓ ଟିଟିଲାଗଡ଼ରେ କୋଲ୍ଡ ୱେଭ୍‌ ସ୍ଥିତି ଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କିଛି ଦିନ ହେବ ରାଜ୍ୟର ପ୍ରାୟ ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୩ଡିଗ୍ରୀ […]

winterrr

winterrr

Tapaswini Nayak
  • Published: Wednesday, 02 January 2019
  • Updated: 02 January 2019, 08:47 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି।
ଭୁବନେଶ୍ୱର, ଅନୁଗୁଳ ଓ ଟିଟିଲାଗଡ଼ରେ କୋଲ୍ଡ ୱେଭ୍‌ ସ୍ଥିତି ଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କିଛି ଦିନ ହେବ ରାଜ୍ୟର ପ୍ରାୟ ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୩ଡିଗ୍ରୀ ସେଲସିୟସ୍‌ରୁ ତଳକୁ ଖସିଥିଲା। ରାଜଧାନୀ ଭୁବନେଶ୍ୱର ଓ କଟକର ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଥିଲା।

ଉତ୍ତର ଭାରତରୁ ଥଣ୍ଡା ପବନ ଓଡ଼ିଶା ଉପର ଦେଇ ପ୍ରବାହିତ ହେଉଥିବାରୁ ରାଜ୍ୟରେ ଶୀତ ବଢୁଥିବା ପାଣିପାଗ ବିଭାଗ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos