ହଠାତ୍‌ କାଲିପାଇଁ ଏହି ସବୁ ସ୍କୁଲରେ ଛୁଟି ଘୋଷଣା ହେଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ବନ୍ଦ ଡାକରା ଦୃଷ୍ଟିକୁ ରଖି ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ। ଫୁଲବାଣୀ, ଗଞ୍ଜାମ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବନ୍ଦ ପାଇଁ  ସତର୍କତା ଦୃଷ୍ଟିରୁ ଛୁଟି ଘୋଷଣା କଲେ ସଂପୃକ୍ତ ଜିଲ୍ଲାପାଳ। ସିଏଏ, ଦରଦାମ ବୃଦ୍ଧି ଓ ବେକାରୀ ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ୱାଧୀନ ଫେଡେରେସନ୍ ପକ୍ଷରୁ ‌ଆସନ୍ତାକାଲି ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦରୁ ଅତ୍ୟାବଶ୍ୟକ […]

c-01

c-01

Tapas Behera
  • Published: Tuesday, 07 January 2020
  • Updated: 08 January 2020, 07:11 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ବନ୍ଦ ଡାକରା ଦୃଷ୍ଟିକୁ ରଖି ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ। ଫୁଲବାଣୀ, ଗଞ୍ଜାମ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବନ୍ଦ ପାଇଁ  ସତର୍କତା ଦୃଷ୍ଟିରୁ ଛୁଟି ଘୋଷଣା କଲେ ସଂପୃକ୍ତ ଜିଲ୍ଲାପାଳ।

ସିଏଏ, ଦରଦାମ ବୃଦ୍ଧି ଓ ବେକାରୀ ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ୱାଧୀନ ଫେଡେରେସନ୍ ପକ୍ଷରୁ ‌ଆସନ୍ତାକାଲି ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଥିବା ମଞ୍ଚ ପକ୍ଷରୁ କୁହାଯାଇଛି। କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ତରଫରୁ ଡକାଯାଇଥିବା ଭାରତ ବନ୍ଦ ଡାକରାକୁ ଗତକାଲି ରାଜ୍ୟ କଂଗ୍ରେସ ସମର୍ଥନ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story