ଉମରକୋଟ (କାର୍ତ୍ତିକ ମଲ୍ଲିକ): ଅନୁସୂଚିତ ଜାତିର ଲୋକଙ୍କୁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦେବା ଦାବିରେ ଆଜି ନବରଙ୍ଗପୁର ଜିଲ୍ଲା ଅନୁସୂଚିତ ଜାତି ସୁରକ୍ଷା ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯାଇଥିଲା। ଶିକ୍ଷା ଓ ସରକାରୀ ପଦବୀରେ ୪୦ ପ୍ରତିଶତ ସଂରକ୍ଷଣ ଦେବା ଦାବିରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଇଥିଲେ।
ସାମାଜିକ, ପ୍ରଶାସନିକ ଓ ରାଜନୈତିକ କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲାର ଅନୁସୂଚିତ ଜନଜାତି ଲୋକଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ଆଜି ୧୦ଟି ବ୍ଲକର କର୍ମକର୍ତ୍ତା ଏକାଠି ହୋଇଥିଲେ। ଦାବି ପୂରଣ ନହେଲେ ଆନ୍ଦୋଳନକୁ ତୀବ୍ର କରାଯିବା ସହ ସରକାରୀ କଳ ଅଚଳ କରିଦିଆଯିବ ବୋଲି ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।