ସଂରକ୍ଷଣ ଦାବିରେ ଜିଲ୍ଲାପାଳଙ୍କ ଅଫିସ୍‌ ଫେରାଉ

ଉମରକୋଟ (କାର୍ତ୍ତିକ ମଲ୍ଲିକ): ଅନୁସୂଚିତ ଜାତିର ଲୋକଙ୍କୁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦେବା ଦାବିରେ ଆଜି ନବରଙ୍ଗପୁର ଜିଲ୍ଲା ଅନୁସୂଚିତ ଜାତି ସୁରକ୍ଷା ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍‌ ଘେରାଉ କରାଯାଇଥିଲା। ଶିକ୍ଷା ଓ ସରକାରୀ ପଦବୀରେ ୪୦ ପ୍ରତିଶତ ସଂରକ୍ଷଣ ଦେବା ଦାବିରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଇଥିଲେ। ସାମାଜିକ, ପ୍ରଶାସନିକ ଓ ରାଜନୈତିକ କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲାର ଅନୁସୂଚିତ ଜନଜାତି ଲୋକଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ଆଜି ୧୦ଟି ବ୍ଲକର କର୍ମକର୍ତ୍ତା […]

umarkot

umarkot

Rakesh Mallick
  • Published: Tuesday, 05 June 2018
  • Updated: 05 June 2018, 10:34 PM IST

Sports

Latest News

ଉମରକୋଟ (କାର୍ତ୍ତିକ ମଲ୍ଲିକ): ଅନୁସୂଚିତ ଜାତିର ଲୋକଙ୍କୁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦେବା ଦାବିରେ ଆଜି ନବରଙ୍ଗପୁର ଜିଲ୍ଲା ଅନୁସୂଚିତ ଜାତି ସୁରକ୍ଷା ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍‌ ଘେରାଉ କରାଯାଇଥିଲା। ଶିକ୍ଷା ଓ ସରକାରୀ ପଦବୀରେ ୪୦ ପ୍ରତିଶତ ସଂରକ୍ଷଣ ଦେବା ଦାବିରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦେଇଥିଲେ।

umarkotସାମାଜିକ, ପ୍ରଶାସନିକ ଓ ରାଜନୈତିକ କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲାର ଅନୁସୂଚିତ ଜନଜାତି ଲୋକଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ଆଜି ୧୦ଟି ବ୍ଲକର କର୍ମକର୍ତ୍ତା ଏକାଠି ହୋଇଥିଲେ। ଦାବି ପୂରଣ ନହେଲେ ଆନ୍ଦୋଳନକୁ ତୀବ୍ର କରାଯିବା ସହ ସରକାରୀ କଳ ଅଚଳ କରିଦିଆଯିବ ବୋଲି ମଞ୍ଚ ପକ୍ଷରୁ ଚେତାବନୀ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos