ତହସିଲଦାରଙ୍କ ସମେତ ୩୦ଜଣ କର୍ମଚାରୀଙ୍କ ଦରମା ବନ୍ଦ କଲେ ଜିଲ୍ଲାପାଳ

ରାୟଗଡ଼ା(ମାଉଡ଼ି ବାରିକ): ମହଙ୍ଗା ପଡ଼ିଲା କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିବା। କାଶୀପୁର ତହସିଲଦାରଙ୍କ ସମେତ ୩୦ଜଣ କର୍ମଚାରୀଙ୍କ ଦରମା ବନ୍ଦ କେଲେ ଜିଲ୍ଲାପାଳ ସ୍ୱାଧାଦେବ ସିଂ। ଜମିପଟ୍ଟା ପ୍ରଦାନରେ କ୍ଷେତ୍ର କର୍ମଚାରୀମାନେ ଅବହେଳା କରୁଥିଲେ। ଏନେଇ ଆପତ୍ତି ଉଠିବା ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ମୁତାବକ, ତହସିଲର ଏହି ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଫିସ୍‌ରେ ଅନୁପସ୍ଥିତ ରହୁଥିଲେ। ଜମି ଚିହ୍ନଟ ପ୍ରକ୍ରିୟାରେ ଅବହେଳା କରୁଥିଲେ। ଏନେଇ […]

kasipur

kasipur

Niranjan Mishra
  • Published: Friday, 02 September 2022
  • Updated: 02 September 2022, 09:07 PM IST

Sports

Latest News

ରାୟଗଡ଼ା(ମାଉଡ଼ି ବାରିକ): ମହଙ୍ଗା ପଡ଼ିଲା କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିବା। କାଶୀପୁର ତହସିଲଦାରଙ୍କ ସମେତ ୩୦ଜଣ କର୍ମଚାରୀଙ୍କ ଦରମା ବନ୍ଦ କେଲେ ଜିଲ୍ଲାପାଳ ସ୍ୱାଧାଦେବ ସିଂ। ଜମିପଟ୍ଟା ପ୍ରଦାନରେ କ୍ଷେତ୍ର କର୍ମଚାରୀମାନେ ଅବହେଳା କରୁଥିଲେ। ଏନେଇ ଆପତ୍ତି ଉଠିବା ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସୂଚନା ମୁତାବକ, ତହସିଲର ଏହି ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଫିସ୍‌ରେ ଅନୁପସ୍ଥିତ ରହୁଥିଲେ। ଜମି ଚିହ୍ନଟ ପ୍ରକ୍ରିୟାରେ ଅବହେଳା କରୁଥିଲେ। ଏନେଇ ଅଭିଯୋଗ ପରେ ଜିଲ୍ଲାପାଳ ଘଟଣାର ତଦନ୍ତ କରି ତହସିଲଦାର ଓ ଅନ୍ୟ କର୍ମଚାରୀଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିଛନ୍ତି।

ଯାହାକୁ ନେଇ ପ୍ରଶାସନ ଉପରେ ଅସ୍ଥା ହରାଇଥିବା ଅଭିଯୋଗକାରୀମାନେ ଖୁସି ବ୍ୟକ୍ତ କରିଛନ୍ତି। କାଶୀପୁର ତହସିଲ ଅନ୍ତଗର୍ତ ଦୁର୍ଗମ ଅଞ୍ଚଳର ଗରିବ ଲୋକ ଜମିଜମା ସମ୍ପର୍କିତ ସମସ୍ୟାର ସମାଧାନ ପାଇଁ ବାରମ୍ବାର ତହସିଲ ଅଫିସ ଆସି ନିରାଶ ହେଉଥିଲେ। ଏ ନେଇ ଜିଲ୍ଲାପାଳଙ୍କୁ ସ୍ଥାନୀୟ ଲୋକ ଅଭିଯୋଗ କରିଥିଲେ।

ଗତ ମାସ ୨୨ ତାରିଖ ଦିନ ଜିଲ୍ଲାପାଳ କାଶୀପୁର ଗସ୍ତ କରି ତହସିଲ କାର୍ଯ୍ୟାଳୟର କାର୍ଯ୍ୟକଳାପ ସମୀକ୍ଷା କରିଥିଲେ। ଏହି ସମୟରେ ବିଭିନ୍ନ ଅନିୟମିତତା ଲକ୍ଷ୍ୟ କରି ଏଭଳି ପଦକ୍ଷେପ ଗ୍ରହଣ କରିଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story