୧୧ରେ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାନୁଆରୀ ୮ ତାରିଖରେ ଦଶମ ଓ ଦ୍ୱାଦଶ ଖୋଲୁଥିବା ବେଳେ ୧୧ ତାରିଖରେ ବିଶ୍ୱବିଦ୍ୟାଳୟ ଏବଂ କଲେଜ ଖୋଲିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଭିତରେ ଏ ସବୁ ଖୋଲିବାକୁ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ କରିଛି। ଶେଷ ସେମିଷ୍ଟର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ବିଶ୍ୱବିଦ୍ୟାଳୟ ଓ କଲେଜ। UGର ୫ମ ଓ PGର ୩ୟ ସେମିଷ୍ଟର ପାଇଁ ତାରିଖ ଘୋଷଣା କରାଯାଇଛି। ଉଭୟ ଶ୍ରେଣୀ ପାଇଁ ଜାନୁଆରୀ ୧୧ରୁ ମାର୍ଚ୍ଚ […]

college

college

Manoranjan Sial
  • Published: Sunday, 03 January 2021
  • Updated: 03 January 2021, 03:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାନୁଆରୀ ୮ ତାରିଖରେ ଦଶମ ଓ ଦ୍ୱାଦଶ ଖୋଲୁଥିବା ବେଳେ ୧୧ ତାରିଖରେ ବିଶ୍ୱବିଦ୍ୟାଳୟ ଏବଂ କଲେଜ ଖୋଲିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଭିତରେ ଏ ସବୁ ଖୋଲିବାକୁ ଉଚ୍ଚ ଶିକ୍ଷା ବିଭାଗର ବିଜ୍ଞପ୍ତି ପ୍ରକାଶ କରିଛି। ଶେଷ ସେମିଷ୍ଟର ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ବିଶ୍ୱବିଦ୍ୟାଳୟ ଓ କଲେଜ।

UGର ୫ମ ଓ PGର ୩ୟ ସେମିଷ୍ଟର ପାଇଁ ତାରିଖ ଘୋଷଣା କରାଯାଇଛି। ଉଭୟ ଶ୍ରେଣୀ ପାଇଁ ଜାନୁଆରୀ ୧୧ରୁ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ କ୍ଲାସ ଚାଲିବ। ମାର୍ଚ୍ଚ ୧୬ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଉଭୟ ଶ୍ରେଣୀଙ୍କ ସେମିଷ୍ଟର ପରୀକ୍ଷା କରାଯିବ। ଉଭୟ ସେମିଷ୍ଟର ରେଜଲ୍ଟ ଏପ୍ରିଲ ୩୦ ସୁଦ୍ଧା ପ୍ରକାଶ ପାଇବ। ଏପ୍ରିଲ ୨ରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ UG ଓ PGର ଶେଷ ସେମିଷ୍ଟର କ୍ଲାସ ହେବ। ଜୁନ ୧୬ରୁ ଜୁନ ୩୦ ତାରିଖ ପର୍ଯ୍ୟନ୍ତ UG ଓ PGର ଶେଷ ସେମିଷ୍ଟର ପରୀକ୍ଷା କରାଯିବ। UG ଓ PGର ଶେଷ ସେମିଷ୍ଟର ରେଜଲ୍ଟ ଜୁଲାଇ ୧୫ ତାରିଖ ସୁଦ୍ଧା ପ୍ରକାଶ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତିରେ ପ୍ରକାଶ କରିଛି।

କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ପରେ ଛାତ୍ରଛାତ୍ରୀମାନେ ରହିବେ କେଉଁଠି? ଏହାକୁ ଦୃଷ୍ଟିରେ ରଖି UG/ PG ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ଉଚ୍ଚ ଶିକ୍ଷା ବିଭାଗ। Ph.D., M.Phil., ରିସର୍ଚ୍ଚ ସ୍କଲାରଙ୍କ ପାଇଁ ବି ଖୋଲିବ ହଷ୍ଟେଲ।
ଜାନୁଆରୀ ୧୦ରୁ ହଷ୍ଟେଲ ଖୋଲିବା ନେଇ ନିର୍ଦ୍ଦେଶନାମା। କୋଭିଡ ଗାଇଡଲାଇନ ଅନୁସାରେ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story