ବୈଠକକୁ ଯିବା ବେଳେ କଲେଜ ଅଧ୍ୟକ୍ଷାଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଗଜପତି ଜିଲ୍ଲା ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ମହାରାଜା ମହାବିଦ୍ୟାଳୟ ଅଧ୍ୟକ୍ଷାଙ୍କର ଆଜି ମୃତ୍ୟୁ ଘଟିଛି। ତାଙ୍କ ନାଁ ଗାୟତ୍ରୀ ଦେବୀ। ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଥିଲା। ଗାୟତ୍ରୀ ଦେବୀ ଏହି ବୈଠକରେ ଯୋଗ ଦେବା ପାଇଁ ଯାଇଥିଲେ। ତେବେ ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପ୍ରଥମ ମହଲାକୁ ଯିବା ପରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା […]

collage0000000

collage0000000

Tapaswini Nayak
  • Published: Wednesday, 03 June 2020
  • Updated: 03 June 2020, 02:33 PM IST

Sports

Latest News

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଗଜପତି ଜିଲ୍ଲା ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ମହାରାଜା ମହାବିଦ୍ୟାଳୟ ଅଧ୍ୟକ୍ଷାଙ୍କର ଆଜି ମୃତ୍ୟୁ ଘଟିଛି। ତାଙ୍କ ନାଁ ଗାୟତ୍ରୀ ଦେବୀ।

ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଥିଲା। ଗାୟତ୍ରୀ ଦେବୀ ଏହି ବୈଠକରେ ଯୋଗ ଦେବା ପାଇଁ ଯାଇଥିଲେ। ତେବେ ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପ୍ରଥମ ମହଲାକୁ ଯିବା ପରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story