ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ପାଇଁ ହତ୍ୟା ଅଭଯୋଗ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଜଣେ କଲେଜ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ। ମୃତକ ଜଣଙ୍କ ସିମିନଇ କଲେଜର ଯୁକ୍ତ ୩ ଛାତ୍ର ବିଦ୍ୟାଧର ପ୍ରଧାନ ବୋଲି ଜଣାପଡ଼ିଛି। ଜଙ୍ଗଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୁଇ ଦିନ ତଳେ ବିଦ୍ୟାଧର କଲେଜ୍ ଯାଇ ଘରକୁ ଫେରି ନଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହେବା ପରେ ଥାନାରେ ଅଭିଯୋଗ କରିଥିଲେ। […]

denkanal

denkanal

Rakesh Mallick
  • Published: Friday, 05 October 2018
  • Updated: 05 October 2018, 01:42 PM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଜଣେ କଲେଜ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ। ମୃତକ ଜଣଙ୍କ ସିମିନଇ କଲେଜର ଯୁକ୍ତ ୩ ଛାତ୍ର ବିଦ୍ୟାଧର ପ୍ରଧାନ ବୋଲି ଜଣାପଡ଼ିଛି। ଜଙ୍ଗଲରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଦୁଇ ଦିନ ତଳେ ବିଦ୍ୟାଧର କଲେଜ୍ ଯାଇ ଘରକୁ ଫେରି ନଥିଲେ। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହେବା ପରେ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗ ପାଇବା ପରେ ପୁଲିସ୍ ଏକ ନିଖୋଜ ମାମଲା ରୁଜୁ କରି ବିଦ୍ୟାଧରଙ୍କୁ ଖୋଜିବାକୁ ଉଦ୍ୟମ କରାଯାଇଥିଲା। ଆଜି ତାଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ସଦର ଥାନା ପୁଲିସ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବିଦ୍ୟାଧରଙ୍କ ମୃତଦେହ ମିଳିବା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story