ଅକ୍ଟୋବର ୧୧ରେ କଲେଜ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଲେଜ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧୧ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯିବ। ସେହିଦିନ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୪ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ୧୦ ତାରିଖରେ ହ୍ୱାଟ୍‌ ଆଇ ଷ୍ଟାଣ୍ଡ […]

state-election

state-election

Manoranjan Sial
  • Published: Friday, 28 September 2018
  • Updated: 28 September 2018, 07:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଲେଜ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧୧ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅକ୍ଟୋବର ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯିବ। ସେହିଦିନ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୪ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ୧୦ ତାରିଖରେ ହ୍ୱାଟ୍‌ ଆଇ ଷ୍ଟାଣ୍ଡ ଫର୍‌ ହେବ। ୧୧ ତାରିଖରେ ଭୋଟ ଗ୍ରହଣ କରାଯିବ। ସେହିଦିନ ହିଁ ଫଳଫଳ ପ୍ରକାଶ ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos