ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ, ଘୋଷଣା ହେଲା ତାରିଖ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ।  ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଏ ନେଇ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ଏହି ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଖୋଲିବ। ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି-ଫାଇନାଲ ବର୍ଷ ପାଇଁ ଶ୍ରେଣୀ ଗୃହରେ ପାଠପଢ଼ା ହେବ। ସେହିପରି ହଷ୍ଟେଲ ଗୁଡ଼ିକୁ ଖୋଲିବା ପାଇଁ ମଧ୍ୟ କୁହାଯାଇଛି। କଲେଜ ଓ ବିଶ୍ୱବିଦ୍ୟାଳୟ […]

Students

Students

Jitendra Garnayak
  • Published: Friday, 06 August 2021
  • Updated: 06 August 2021, 02:53 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ।  ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଏ ନେଇ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଏହି ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଖୋଲିବ। ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି-ଫାଇନାଲ ବର୍ଷ ପାଇଁ ଶ୍ରେଣୀ ଗୃହରେ ପାଠପଢ଼ା ହେବ। ସେହିପରି ହଷ୍ଟେଲ ଗୁଡ଼ିକୁ ଖୋଲିବା ପାଇଁ ମଧ୍ୟ କୁହାଯାଇଛି।

କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକୁ ଖୋଲିବାକୁ ଅନୁମତି ଦିଆଯାଇଥିଲେ ହେଁ ପିଜି/ୟୁଜି ଫାଇନାଲ ପରୀକ୍ଷା ଅନ୍‌ଲାଇନ୍‌ରେ ହିଁ ହେବ। ପିଜି/ୟୁଜି ଫାଇନାଲ୍ ପରୀକ୍ଷା ଅନ୍‌ଲାଇନ୍‌ରେ କରିବାକୁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।

କରୋନା ଯୋଗୁଁ ସ୍କୁଲ୍, କଲେଜ ଓ ବିଶ୍ୱବିଦ୍ୟାଳୟ ସବୁ ବନ୍ଦ ରହିଥିବା ବେଳେ ସରକାର ପର୍ଯ୍ୟାୟ କ୍ରମେ ଏଗୁଡ଼ିକୁ ଖୋଲୁଛନ୍ତି।

ସୂଚନାଯୋଗ୍ୟ, ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲି ସାରିଥିବା ବେଳେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ଖୋଲିବ।  ସେହିପରି  ଅଗଷ୍ଟ ୯ ତାରିଖରୁ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ। ହେଲେ କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ତଥା ରାଜ୍ୟ ବାହାରୁ ମଧ୍ୟ ଛାତ୍ରଛାତ୍ରୀ ଆସିବାକୁ ଥିବାରୁ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଥିବା ହଷ୍ଟେଲ ଗୁଡ଼ିକୁ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି।  କୋଭିଡ ଗାଇଡଲାଇନ୍‌ ଅନୁଯାୟୀ, ସିଟିଂ ଆରେଞ୍ଜମେଣ୍ଟ କରାଯିବ। ତା’ସହିତ ସାମାଜିକ ଦୂରତା ଅବଲମ୍ବନ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story