ଖରାଛୁଟି ପରେ ଆଜିଠୁ ଖୋଲିବ କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖରାଛୁଟି ପରେ ଆଜିଠାରୁ ଖୋଲିବ ସମସ୍ତ କଲେଜ। ତେବେ ଆସନ୍ତା ୨୦ ତାରିଖରୁ ପାଠପଢା ଆରମ୍ଭ ହେବ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ନାମଲେଖା ଚାଲିଥିବାରୁ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଠା ଆରମ୍ଭ ହେବ। ସେହିପରି ଯୁକ୍ତ ତିନି ଦ୍ୱିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢା ୨୦ ତାରିଖରୁ ଆରମ୍ଭ ହେବ। ଚଳିତ ବର୍ଷ ସାଧାରଣ ନିର୍ବାଚନ ଯୋଗୁ ସମସ୍ତ କଲେଜରେ ପରୀକ୍ଷା ଶୀଘ୍ର ହୋଇଯାଇଥିଲା। ଏହାପରେ ସମସ୍ତ କଲେଜ ବନ୍ଦ […]

schoolmmmmmmmmmmm

Tapaswini Nayak
  • Published: Tuesday, 18 June 2019
  • , Updated: 18 June 2019, 08:36 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖରାଛୁଟି ପରେ ଆଜିଠାରୁ ଖୋଲିବ ସମସ୍ତ କଲେଜ। ତେବେ ଆସନ୍ତା ୨୦ ତାରିଖରୁ ପାଠପଢା ଆରମ୍ଭ ହେବ।
ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ନାମଲେଖା ଚାଲିଥିବାରୁ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଠା ଆରମ୍ଭ ହେବ। ସେହିପରି ଯୁକ୍ତ ତିନି ଦ୍ୱିତୀୟ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢା ୨୦ ତାରିଖରୁ ଆରମ୍ଭ ହେବ। ଚଳିତ ବର୍ଷ ସାଧାରଣ ନିର୍ବାଚନ ଯୋଗୁ ସମସ୍ତ କଲେଜରେ ପରୀକ୍ଷା ଶୀଘ୍ର ହୋଇଯାଇଥିଲା। ଏହାପରେ ସମସ୍ତ କଲେଜ ବନ୍ଦ ରହିଥିଲା।

Related story