ଖୋର୍ଦ୍ଧା:(ଓଡ଼ିଶା ରିପୋର୍ଟର): ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ହାସ୍ୟ ଅଭିନେତା ତଥା ଥିଏଟର ନାଟ୍ୟ ନିର୍ଦ୍ଦେଶକ ପ୍ରେମାନନ୍ଦ ବାରିକଙ୍କର ଆଜି ୫୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ପ୍ରେମାନନ୍ଦ ତାଙ୍କ ଶ୍ୱଶୁର ଘର ନିରାକାର ପୁର ଯାଇଥିଲେ। ଆଜି ସକାଳେ ଟ୍ରେନ୍ରେ ଘରକୁ ଫେରୁଥିଲେ। ବାଟରେ ତାପଙ୍ଗ ଷ୍ଟଶନ ନିକଟ ନରଣଗଡ଼ ନିକଟରେ ସେ ଟ୍ରେନରୁ ତଳକୁ ଖସି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ି ଯାଇଥିଲା। ମୃତଦେହକୁ ବ୍ୟବଚ୍ଛେଦ କରାଯିବା ପରେ ଆସନ୍ତାକାଲି ପରିବାରଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଟଣୀ ଜିଆରପି ଥାନା ପୁଲିସ କହିଛି।
ପ୍ରେମାନନ୍ଦ ଖୋର୍ଦ୍ଧା ମୁଖ୍ୟ ଡାକଘରେ କର୍ମଚାରୀଭାବ କାମ କରନ୍ତି। ସେ ୧୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ହାସ୍ୟ ଅଭିନେତା ଭାବେ କାମ କରିଛନ୍ତି। ଏହା ବ୍ୟତୀତ ଅନେକ ଡ୍ରାମା ଓ ନାଟକର ନିର୍ଦ୍ଦେଶନା ଦେଇଛନ୍ତି, ସଂଳାପ ମଧ୍ୟ ଲେଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।
Miscellaneous
ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ୨ଟି କିସ୍ତି ମିଳିବ
୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି।