୨୬ରେ ଆସୁଛି ପୁଣି ଭସାଇବ

ପୁଣି ପଶ୍ଚିମା ଝଡ଼। ଆଗକୁ ଆସୁଛି ପୁଣି ଭାସିବ ରାଜ୍ୟ। ପ୍ରବଳ ବର୍ଷା ସହ ଝଡ଼-ପବନ ଆଣି ଆସୁଛି ପଶ୍ଚିମା ଝଡ଼। ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୬ରୁ ରାଜ୍ୟରେ ପଶ୍ଚିମା ଝଡ-ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବାର ସମ୍ଭାବନା ରହିଛି । ଏପରକି ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ। 

Manoj Swain
  • Published: Friday, 24 March 2023
  • Updated: 24 March 2023, 01:50 PM IST

Sports

Latest News

ପୁଣି ପଶ୍ଚିମା ଝଡ଼। ଆଗକୁ ଆସୁଛି ପୁଣି ଭାସିବ ରାଜ୍ୟ। ପ୍ରବଳ ବର୍ଷା ସହ ଝଡ଼-ପବନ ଆଣି ଆସୁଛି ପଶ୍ଚିମା ଝଡ଼। ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୬ରୁ ରାଜ୍ୟରେ ପଶ୍ଚିମା ଝଡ-ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବାର ସମ୍ଭାବନା ରହିଛି । ଏପରକି ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos