ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଡ଼ିଓ ନ୍ୟୁଜ୍ ମାମଲାରେ ଓଟିଭିକୁ ନୋଟିସ୍ କରିଥିବା କମିଶନରେଟ୍ ପୁଲିସ ଏଥିରେ ଓଡ଼ିଶା ରିପୋର୍ଟରକୁ ପକ୍ଷଭୁକ୍ତ କରିଛି। ଆସନ୍ତାକାଲି ଅପରାହ୍ନ ୩ଟା ସୁଦ୍ଧା ଥାନାରେ ହାଜର ହୋଇ ପକ୍ଷ ରଖିବାକୁ ଓଡ଼ିଶା ରିପୋର୍ଟର ସମ୍ପାଦକଙ୍କୁ କ୍ୟାପିଟାଲ୍ ଥାନା ପକ୍ଷରୁ କୁହାଯାଇଛି। ନୋଟିସ୍ ପାଇବା ପରେ ଓଡ଼ିଶା ରିପୋର୍ଟର ସମ୍ପାଦକ ଦେବେନ୍ଦ୍ର ପୃଷ୍ଟି ଆସନ୍ତାକାଲି ଅପରାହ୍ନ ୩ଟା ସୁଦ୍ଧା କ୍ୟାପିଟାଲ୍ ଥାନାରେ ହାଜର ହେବେ ବୋଲି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।
Crime
ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ! ଘେରିଲେ ଗାଁ ଲୋକ
ପ୍ରଧାନଶିକ୍ଷକଙ୍କୁ ଠେଲାପେଲା କରିବା ସହିତ ବିଦ୍ୟାଳୟର ଏକ କୋଠରୀରେ ଭର୍ତ୍ତି କରି ତାଲା ପକାଇଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ABEO ସ୍କୁଲରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରିଥିଲେ
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।