ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣ: କମିଟି ଗଢ଼ିଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷାରେ ନାମଲେଖାରେ ସ୍ୱତନ୍ତ୍ର ସଂରକ୍ଷଣ ଦେବା ପାଇଁ ରାଜ୍ୟ କ୍ୟାବିନେଟ ନେଇଥିବା ନିଷ୍ପତ୍ତି ଆଧାରରେ ଆବଶ୍ୟକ ରୂପରେଖ ପ୍ରସ୍ତୁତ ନିମନ୍ତେ ରାଜ୍ୟ ସରକାର ଆଜି ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି ଗଠନ କରିଛନ୍ତି। ବିଜେଡି କାର୍ଯ୍ୟକାରିଣୀରେ ପାରିତ ପ୍ରସ୍ତାବ ଆଧାରରେ ରାଜ୍ୟ କ୍ୟାବିନେଟ ଡିସେମ୍ବର ୨୮ତାରିଖରେ ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଥିଲେ। ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖାରେ […]

School Students

School Students

Tapas Behera
  • Published: Thursday, 07 January 2021
  • Updated: 07 January 2021, 10:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷାରେ ନାମଲେଖାରେ ସ୍ୱତନ୍ତ୍ର ସଂରକ୍ଷଣ ଦେବା ପାଇଁ ରାଜ୍ୟ କ୍ୟାବିନେଟ ନେଇଥିବା ନିଷ୍ପତ୍ତି ଆଧାରରେ ଆବଶ୍ୟକ ରୂପରେଖ ପ୍ରସ୍ତୁତ ନିମନ୍ତେ ରାଜ୍ୟ ସରକାର ଆଜି ଏକ ଉଚ୍ଚକ୍ଷମତା ସମ୍ପନ୍ନ କମିଟି ଗଠନ କରିଛନ୍ତି। ବିଜେଡି କାର୍ଯ୍ୟକାରିଣୀରେ ପାରିତ ପ୍ରସ୍ତାବ ଆଧାରରେ ରାଜ୍ୟ କ୍ୟାବିନେଟ ଡିସେମ୍ବର ୨୮ତାରିଖରେ

ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଥିଲେ।
ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖାରେ ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣ ଦେବା ପାଇଁ ଆବଶ୍ୟକ ସୁପାରିସ୍ ଏହି ଉଚ୍ଚକ୍ଷମତାସମ୍ପନ୍ନ କମିଟି କରିବେ। କମିଟିର ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଏକେ ମିଶ୍ରଙ୍କୁ ଅବସ୍ଥାପିତ କରାଯାଇଛି।

ସେହିପରି କମିଟିର ଅନ୍ୟ ସଦସ୍ୟ ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଅଶୋକ କୁମାର ଦାସ, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ, ଓଡ଼ିଶା ମେଡିକାଲ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ ପ୍ରଫେସର ସିବିକେ ମହାନ୍ତି, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ବିଏସ ପୁନିଆ ଏବଂ  ରାଜ୍ୟ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ ଜି ରେଘୁ ସଦସ୍ୟ ଥିବାବେଳେ ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ଯୁଗ୍ମ ସଚିବ ଏକେ ନାୟକ ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story