ଚିନ୍ତା ବଢ଼ାଇଲା ବ୍ଲାକ୍‌ ଫଙ୍ଗସ୍‌, ସରକାର ଗଢ଼ିଲେ ବିଶେଷଜ୍ଞ କମିଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଏବେ ରାଜ୍ୟରେ ବ୍ଲାକ୍ ଫଙ୍ଗସ୍ ରୋଗ ଚିନ୍ତା ବଢ଼ାଇଛି। ବ୍ଲାକ୍ ଫଙ୍ଗସ୍ ରୋଗର ଶୀଘ୍ର ଚିହ୍ନଟ ଓ ଏହାର ମୁକାବିଲା ପାଇଁ ଏକ ଗାଇଡଲାଇନ୍ ପ୍ରସ୍ତୁତ ନିମନ୍ତେ ରାଜ୍ୟ ସରକାର ଆଜି ୭ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏହାସହିତ ପ୍ରତ୍ୟେକ ସରକାରୀ ମେଡିକାଲ କଲେଜରେ ବ୍ଲାକ୍ ଫଙ୍ଗସ୍ ରୋଗର ଚିକିତ୍ସା ପାଇଁ ଏକ ଏକ୍ସପର୍ଟ କମିଟି ଗଠନ କରିବା ସହ ସବୁ ଘରୋଇ ଓ ସରକାରୀ […]

black-fungus

black-fungus

Manoranjan Sial
  • Published: Friday, 14 May 2021
  • Updated: 14 May 2021, 08:15 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଏବେ ରାଜ୍ୟରେ ବ୍ଲାକ୍ ଫଙ୍ଗସ୍ ରୋଗ ଚିନ୍ତା ବଢ଼ାଇଛି। ବ୍ଲାକ୍ ଫଙ୍ଗସ୍ ରୋଗର ଶୀଘ୍ର ଚିହ୍ନଟ ଓ ଏହାର ମୁକାବିଲା ପାଇଁ ଏକ ଗାଇଡଲାଇନ୍ ପ୍ରସ୍ତୁତ ନିମନ୍ତେ ରାଜ୍ୟ ସରକାର ଆଜି ୭ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏହାସହିତ ପ୍ରତ୍ୟେକ ସରକାରୀ ମେଡିକାଲ କଲେଜରେ ବ୍ଲାକ୍ ଫଙ୍ଗସ୍ ରୋଗର ଚିକିତ୍ସା ପାଇଁ ଏକ ଏକ୍ସପର୍ଟ କମିଟି ଗଠନ କରିବା ସହ ସବୁ ଘରୋଇ ଓ ସରକାରୀ ହସ୍ପିଟାଲ ନିୟମିତ ଭାବେ ଏହି ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ଆଡମିଶନ ସମ୍ପର୍କରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟକୁ ରିପୋର୍ଟ ପ୍ରଦାନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟରେ କୋଭିଡ୍ ରୋଗୀଙ୍କ ମଧ୍ୟରେ ବ୍ଲାକ୍ ଫଙ୍ଗସ୍ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିର ଅଧ୍ୟକ୍ଷ ଭାବେ ଏସସିବି ମେଡ଼ିକାଲ କଲେଜର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ନିରୁପମା ଚଇନି ଥିବାବେଳେ ସଦସ୍ୟ ଆବାହକ ଭାବେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ରହିଛନ୍ତି। ଏସସିବି ମେଡିକାଲ କଲେଜର ଅନ୍ୟ ୫ଜଣ ପ୍ରଫେସରଙ୍କୁ ଏହି କମିଟିର ସଦସ୍ୟ ରଖାଯାଇଛି। ଏହି କମିଟି ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହେଉଥିବା ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କୁ ତଦାରଖ କରିବା ସହ ଏହି ରୋଗକୁ ତୁରନ୍ତ ଚିହ୍ନଟ ଓ ନିରାକରଣ ପାଇଁ ଏକ ଗାଇଡଲାଇନ୍ ପ୍ରସ୍ତୁତ କରିବ।

ଏହାସହିତ ରାଜ୍ୟର ସମସ୍ତ ସରକାରୀ ମେଡିକାଲ ମଧ୍ୟ ଏକ ଏକ୍ସପର୍ଟ କମିଟି ଗଠନ କରିବେ। କମିଟିରେ ମେଡିସିନ୍ କିମ୍ବା ପଲମୋନାରୀ ମେଡିସିନ, ଡର୍ମଟୋଲୋଜି, ଇଏନଟି, ଓପଥୋମୋଲୋଜି ଓ ନ୍ୟୁରୋଲୋଜି ବିଭାଗର ଡାକ୍ତରଙ୍କୁ ସାମିଲ କରାଯିବ। ସେମାନେ ମିଳିତ ଭାବେ ଏହି ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ଚିହ୍ନଟ ଓ ଚିକିତ୍ସା କରିବେ । କରୋନାରୁ ସୁସ୍ଥ ହୋଇଥିବା ଓ ଆରଟି-ପିସିଆର ନେଗେଟିଭ୍ ଥିବା ରୋଗୀଙ୍କ ଚିକିତ୍ସା ପାଇଁ ଇଏନଟି ଓ ଓପଥୋମୋଲୋଜି ବିଭାଗରେ ଚିକିତ୍ସା ସୁବିଧା କରାଯିବ। ଯଦି କୋଭିଡ୍ ସଂକ୍ରିୟ ସଂକ୍ରମିତଙ୍କ ଶରୀରରେ ବ୍ଲାକ୍ ଫଙ୍ଗସ୍ ରୋଗ ଚିହ୍ନଟ ହୁଏ ତା’ହେଲେ ସମ୍ପୃକ୍ତ ରୋଗୀଙ୍କୁ ଇଏନଟି ଓ ଓପଥୋମୋଳୋଜି ଡାକ୍ତରଙ୍କ ସହଯୋଗରେ ଚିକିତ୍ସା କରାଯିବ। ସମସ୍ତ ସରକାରୀ, କର୍ପୋରେଟ, ମିଶିନାରୀ ଓ ଘରୋଇ ହସ୍ପିଟାଲଗୁଡ଼ିକ ଏହି ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ଭର୍ତ୍ତି ହେବାର ସୂଚନା ଓ ରୋଗୀଙ୍କ ଇନଭେଷ୍ଟିଗେସନ ରେକର୍ଡକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟକୁ ନିଶ୍ଚିତ ପଠାଇବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାରୁ ପ୍ରକାଶ, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ତାନ, ମଧ୍ୟପ୍ରଦେଶ ପରି ରାଜ୍ୟରେ ବ୍ଲାକ୍‌ଫଙ୍ଗସ୍‌ ରୋଗ ବେଶୀ ଦେଖାଦେଉଛି। ଯେଉଁ ବ୍ୟକ୍ତିଙ୍କ ଶରୀରରେ ରୋଗପ୍ରତିରୋଧ ଶକ୍ତି କମ୍‌, ସେମାନଙ୍କୁ ବ୍ଲାକ୍‌ଫଙ୍ଗସ୍‌ ରୋଗ ହେଉଛି। ସାଧାରଣତଃ କରୋନାରୁ ସୁସ୍ଥ ହେଉଥିବା ରୋଗୀଙ୍କ ଶରୀରରେ ରୋଗପ୍ରତିରୋଧ ଶକ୍ତି କମ୍‌ ଥାଏ। ସେମାନେ ବ୍ଲାକଫଙ୍ଗରେ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି। ରୋଗର ଲକ୍ଷଣ ପ୍ରାଥମିକ ସ୍ତରରେ ଜଣାପଡ଼ିଲେ ଆୟତ୍ତ କରିହେବ ବୋଲି ବିଶେଷଜ୍ଞ ମତପ୍ରକାଶ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story