ଶିଶୁଙ୍କୁ କରୋନା ସଂକ୍ରମଣରୁ ରକ୍ଷା ଲାଗି ଗଠନ ହେଲା କମିଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାର ଦ୍ୱିତୀୟ ଲହର ବହୁ ଘାତକ ହେଉଛି। ଏଥିରେ ବେଶୀ ଶିଶୁ ଆକ୍ରାନ୍ତ ହେଉଛନ୍ତି।ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ପାଇଁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି କମିଟି ଗଠନ ହୋଇଛି। DMETଙ୍କ ଅଧ୍ୟକ୍ଷତାରେ ୮ ଜଣିଆ କମିଟି ଗଠନ ହୋଇଛି। ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ କମିଟିର ସଦସ୍ୟ ଆବାହକ ରହିବେ। ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ କମିଟି ତର୍ଜମା କରିବ। […]

child

child

Manoranjan Sial
  • Published: Sunday, 16 May 2021
  • Updated: 16 May 2021, 09:47 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାର ଦ୍ୱିତୀୟ ଲହର ବହୁ ଘାତକ ହେଉଛି। ଏଥିରେ ବେଶୀ ଶିଶୁ ଆକ୍ରାନ୍ତ ହେଉଛନ୍ତି।ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ପାଇଁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି କମିଟି ଗଠନ ହୋଇଛି। DMETଙ୍କ ଅଧ୍ୟକ୍ଷତାରେ ୮ ଜଣିଆ କମିଟି ଗଠନ ହୋଇଛି। ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ କମିଟିର ସଦସ୍ୟ ଆବାହକ ରହିବେ। ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ କମିଟି ତର୍ଜମା କରିବ। ସେହିପରି ସମସ୍ତ ଘରୋଇ ଓ ସରକାରୀ ଚିକିତ୍ସା କେନ୍ଦ୍ରରେ ରହିବ ହେଲ୍‌ପ ଡେସ୍କ। ଏଥିପାଇଁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ମହାମାରୀ କରୋନା ଦ୍ୱିତୀୟ ପର୍ଯ୍ୟାୟ ବେଶୀ ଭୟଙ୍କର ହେଉଛି। ଏଥିରେ ବହୁ ଶିଶୁ ଓ ଯୁବକମାନେ ଆକ୍ରାନ୍ତ ହେଉଛନ୍ତି। ବିଶେଷକରି ଯେଉଁ ଶିଶୁଙ୍କର ରୋଗପ୍ରତିରୋଧ ଶକ୍ତି କମ୍‌ ସେମାନଙ୍କୁ କରୋନା ଆକ୍ରମଣ କରୁଛି। ଯାହା ଫଳରେ ସେମାନଙ୍କୁ ଭେଣ୍ଟିଲେଟରରେ ରଖିବାକୁ ପଡ଼ୁଛି। ଅନେକାଂଶରେ ମେଡିକାଲ୍‌ରେ ପହଞ୍ଚିବା ପୂର୍ବରୁ ଶିଶୁଙ୍କର ମୃତ୍ୟୁ ଘଟୁଛି।

ମାସେ ତଳେ କଳାହାଣ୍ଡି ଜିଲ୍ଲାରେ ଗୋଟିଏ ପରିବାର କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ଭିତରେ ଜଣେ ୧୫ ଦିନର ଶିଶୁ ଥିଲେ। ତାଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ମେଡିକାଲ୍‌ରେ ଚିକିତ୍ସା କରାଯାଇଥିଲା। ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁ ୨୦ ପରେ ପରେ ଶିଶୁ ସୁସ୍ଥ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story