ଚିଟଫଣ୍ଡ କମ୍ପାନୀ ଠକିବାର ଦଶ ବର୍ଷ ପରେ ବି ଠକୁଛନ୍ତି ସରକାର। ୮.୮୬ ଲକ୍ଷ କ୍ଷୁଦ୍ର ଜମାକାରୀ ଠକେଇର ଶିକାର କହିଲା ରାଜ୍ୟ। କେବେ ଓଡ଼ିଶାର ଲକ୍ଷ ଲକ୍ଷ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ବିଶେଷକରି ଛୋଟ ଜମାକାରୀଙ୍କୁ ଟଙ୍କା ଫେରସ୍ତ ମିଳିବ କାହା ପାଖରେ ଉତ୍ତର ନାହିଁ। ଓଡ଼ିଶାରେ ଲକ୍ଷ ଲକ୍ଷ ଲୋକ ୪୨୧ଟି ଠକ ଚିଟଫଣ୍ଡ କମ୍ପାନୀ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ କମିଶନଙ୍କ ପାଖରେ ୮.୬୬ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କ ଆବେଦନ ମିଳିଛି କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।