ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଚ୍ଚଶିକ୍ଷିତ ହୋଇ ବି ଜଙ୍ଗଲ ବୟ ପାଲଟିଥିବା ମାଲକାନଗିରିର ରାଜେଶ ମଣ୍ଡଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ। ଚିଫ୍ ଓ୍ୱାଇଲ୍ଡ ଲାଇଫ୍ ଓ୍ୱାର୍ଡେନଙ୍କୁ ଚିଠି ଲେଖି ରାଜେଶଙ୍କ ସମେତ ତାଙ୍କ କ୍ୟାମେରା କ୍ରିଉ ମେମ୍ବରଙ୍କ ବିରୋଧରେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି।
ସ୍ନେକ୍ ହେଲପ୍ ଲାଇନ୍ ସଦସ୍ୟ ଶୁଭେନ୍ଦୁ ମଲ୍ଲିକଙ୍କ ଅଭିଯୋଗ ଅନୁଯାୟୀ, ରାଜେଶ ବନ୍ୟପ୍ରାଣୀ ଶିକାର କରୁଛନ୍ତି। ଏଥିସହ ବନ୍ୟ ପ୍ରାଣୀ ଶିକାର ପାଇଁ ଅନ୍ୟମାନଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଉଚ୍ଚ ଶିକ୍ଷିତ ରାଜେଶ ଜଙ୍ଗଲରେ ପଶୁପକ୍ଷୀଙ୍କ ସହ ଜୀବନ ବିତାଉଛନ୍ତି। ଜଙ୍ଗଲରେ ଭୋକ ପରିସ୍ଥିତିରେ ବଞ୍ଚିବାର କୌଶଳ ଶିଖାଉଛନ୍ତି। ଭିଡିଓ ସୁଟିଂ କରି ୟୁଟୁବ୍ରେ ଅପଲୋଡ୍ କରୁଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।
Politics
‘ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ’
ଏବେବି ୬ ଲକ୍ଷ ୧୯ ହଜାର ୮ ଶହ ୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଥିବା ମନ୍ତ୍ରୀ କହିଛନ୍ତି।
Crime
ଖଳାରୁ ଧାନ ଚୋରି କରୁଥିଲେ; ମାଡ଼ି ବସିଲେ ଗ୍ରାମବାସୀ
କିଛି ଦିନ ହେବ ସ୍ଥାନୀୟ ଅଞ୍ଚଳରେ ଚୋରମାନେ ଉତ୍ପାତ ଚଳାଇଥିବା ବେଳେ ମିନିଟ୍ରକରେ ବୋହି ଧାନ ନେଇଯାଉଥିବା ଅଭିଯୋଗ ଆସିଥିଲା।
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।