ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉଦବେଗ ବ୍ୟକ୍ତ କରିବା ସହ ଓଡ଼ିଶାରେ କରୋନା ଏବେ ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି ବୋଲି କହିଛନ୍ତି।
ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କିଛିଦିନ ତଳେ ଓଡ଼ିଶାରେ କରୋନା ସଂକ୍ରମଣ କେବଳ ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା। କିନ୍ତୁ ଏବେ ଦେଖାଗଲାଣି ଯେ, ଏହା ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି। ଆଉ ଥରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେଲେ ଭୟାନକ ପରିସ୍ଥିତି ସୃଷ୍ଟି କରିବ। ଯେଉଁ ସବୁ ଜିଲ୍ଲାଗୁଡ଼ିକରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଛି ସେଠାରେ ସଟଡାଉନ୍ କଡ଼ାକଡ଼ି ଭାବେ ପାଳନ କରିବାକୁ ସେ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଯେଉଁଠି କରୋନା ଜୋରରେ ବ୍ୟାପୁଛି, ସେ ଜିଲ୍ଲାକୁ ତୁରନ୍ତ ସଟଡାଉନ କରାଯାଉ ବୋଲି ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।