ସମ୍ପୂର୍ଣ୍ଣ ଶଟଡାଉନ୍‌ କର, ନଚେତ୍‌ ପରିସ୍ଥିତି ଭୟାବହ ହେବ: ନିରଞ୍ଜନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉଦବେଗ ବ୍ୟକ୍ତ କରିବା ସହ ଓଡ଼ିଶାରେ କରୋନା ଏବେ ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି ବୋଲି କହିଛନ୍ତି। ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କିଛିଦିନ ତଳେ ଓଡ଼ିଶାରେ କରୋନା ସଂକ୍ରମଣ କେବଳ ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା। କିନ୍ତୁ ଏବେ ଦେଖାଗଲାଣି ଯେ, ଏହା ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି। ଆଉ […]

niranjan-1--1

niranjan-1--1

Manoranjan Sial
  • Published: Tuesday, 30 June 2020
  • Updated: 30 June 2020, 07:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଥିବାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉଦବେଗ ବ୍ୟକ୍ତ କରିବା ସହ ଓଡ଼ିଶାରେ କରୋନା ଏବେ ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି ବୋଲି କହିଛନ୍ତି।

ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କିଛିଦିନ ତଳେ ଓଡ଼ିଶାରେ କରୋନା ସଂକ୍ରମଣ କେବଳ ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା। କିନ୍ତୁ ଏବେ ଦେଖାଗଲାଣି ଯେ, ଏହା ଗୋଷ୍ଠୀ ସଂକ୍ରମଣ ଆଡ଼କୁ ଗତି କରୁଛି। ଆଉ ଥରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେଲେ ଭୟାନକ ପରିସ୍ଥିତି ସୃଷ୍ଟି କରିବ। ଯେଉଁ ସବୁ ଜିଲ୍ଲାଗୁଡ଼ିକରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଛି ସେଠାରେ ସଟଡାଉନ୍ କଡ଼ାକଡ଼ି ଭାବେ ପାଳନ କରିବାକୁ ସେ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଯେଉଁଠି କରୋନା ଜୋରରେ ବ୍ୟାପୁଛି, ସେ ଜିଲ୍ଲାକୁ ତୁରନ୍ତ ସଟଡାଉନ କରାଯାଉ ବୋଲି ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story