କୋଭିଡ୍ ବଢ଼ିପାରେ, ଜିଲ୍ଲାପାଳଙ୍କୁ ସତର୍କ କଲେ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କେସ୍ ପୁଣିଥରେ ବଢ଼ିବାର ଆଶଙ୍କା କରି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ସମସ୍ତ ଜିଲ୍ଲାପାଳ, ପୁଲିସ ଏସପି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି ଯେ, ନିକଟ ଅତୀତରେ କୋଭିଡ-୧୯ ମାମଲା କେତେକ ରାଜ୍ୟରେ ବଢ଼ିବାରେ ଲାଗିଛି। ବିଶେଷକରି ମହାରାଷ୍ଟ୍ରରେ ଏହି ମାମଲା ବଢ଼ିଛି। ଦେଶ ଭିତରେ ଲୋକମାନଙ୍କ ଚଳପ୍ରଚଳ ରହିଥିବାରୁ ଯଦି ପ୍ରତୀକାତ୍ମକ ମୂଳକ […]

covid

covid

Ordigital Desk
  • Published: Friday, 19 February 2021
  • Updated: 20 February 2021, 11:34 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କେସ୍ ପୁଣିଥରେ ବଢ଼ିବାର ଆଶଙ୍କା କରି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ସମସ୍ତ ଜିଲ୍ଲାପାଳ, ପୁଲିସ ଏସପି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି।

ଶ୍ରୀ ମହାପାତ୍ର କହିଛନ୍ତି ଯେ, ନିକଟ ଅତୀତରେ କୋଭିଡ-୧୯ ମାମଲା କେତେକ ରାଜ୍ୟରେ ବଢ଼ିବାରେ ଲାଗିଛି। ବିଶେଷକରି ମହାରାଷ୍ଟ୍ରରେ ଏହି ମାମଲା ବଢ଼ିଛି। ଦେଶ ଭିତରେ ଲୋକମାନଙ୍କ ଚଳପ୍ରଚଳ ରହିଥିବାରୁ ଯଦି ପ୍ରତୀକାତ୍ମକ ମୂଳକ ପଦକ୍ଷେପ ନିଆନଯିବ ତା’ହେଲେ ଓଡ଼ିଶାରେ କୋଭିଡ୍ ସ୍ଥିତି ବୃଦ୍ଧି ପାଇବାର ଆଶଙ୍କା ରହିଛି। ତେଣୁ ନିଜ ଜିଲ୍ଲା ଓ ସହରରେ ଯେଭଳି କୋଭିଡ୍ ମାମଲା ବୃଦ୍ଧି ଏପାଇବ ତାହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଛନ୍ତି। ଗାଇଡଲାଇନ ଅନୁସାରେ ପର୍ଯ୍ୟାପ୍ତ ପରିମାଣର ଟେଷ୍ଟିଂ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନ, ଧର୍ମାନୁଷ୍ଠାନ, ବଜାର ଆଦି ସ୍ଥାନଗୁଡ଼ିକରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ କୋଭିଡ୍ ନିୟମ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏସବୁ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ନିମନ୍ତେ ଶ୍ରୀ ମହାପାତ୍ର ଚିଠି ଲେଖି ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ମାମଲା ହ୍ରାସ ପାଉଥିଲେ ମଧ୍ୟ ପଡ଼ୋଶୀ ରାଜ୍ୟଗୁଡ଼ିକରେ ସଂକ୍ରମଣ ବଢ଼ୁ ଥିବାରୁ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ପୁଣିଥରେ ବଢ଼ିପାରେ ବୋଲି ସରକାର ଆଶଙ୍କା କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story