ଏସ୍‌ସିବିରେ ଛାତରୁ ଖସିଲା କଂକ୍ରିଟ୍

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଆଉଟଡୋରରେ ଆଜି ଛାତରୁ କଂକ୍ରିଟ୍‌ ଖଣ୍ଡ ଖସି ପଡ଼ିଥିଲା। କଂକ୍ରିଟ୍ ଖଣ୍ଡ ଖସିବା ଯୋଗୁ ଛାତରେ ଲାଗିଥିବା ସିଲିଂ ବି ଖସିଯାଇଥିଲା। ସେତେବେଳ ରୋଗୀମାନେ ଟିକେଟ୍ କାଟିବା ପାଇଁ ଆସିଥିଲେ। ତେବେ କାହାରି କିଛି କ୍ଷତି ହୋଇନାହିଁ। କଂପ୍ୟୁଟର ଓ ଅନ୍ୟ କିଛି ଆସବାବପତ୍ର ନଷ୍ଟ ହୋଇଛି। କଂକ୍ରିଟ୍ ଓ ସିଲିଂ ପଡ଼ିବା ପରେ କିଛି ସମୟ ପାଇଁ ଟିକେଟ୍‌ କଟା ବନ୍ଦ ରହିଥିଲା। ସେହିଭଳି […]

Medical

Medical

Jitendra Garnayak
  • Published: Monday, 13 September 2021
  • Updated: 13 September 2021, 02:47 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଆଉଟଡୋରରେ ଆଜି ଛାତରୁ କଂକ୍ରିଟ୍‌ ଖଣ୍ଡ ଖସି ପଡ଼ିଥିଲା। କଂକ୍ରିଟ୍ ଖଣ୍ଡ ଖସିବା ଯୋଗୁ ଛାତରେ ଲାଗିଥିବା ସିଲିଂ ବି ଖସିଯାଇଥିଲା। ସେତେବେଳ ରୋଗୀମାନେ ଟିକେଟ୍ କାଟିବା ପାଇଁ ଆସିଥିଲେ। ତେବେ କାହାରି କିଛି କ୍ଷତି ହୋଇନାହିଁ। କଂପ୍ୟୁଟର ଓ ଅନ୍ୟ କିଛି ଆସବାବପତ୍ର ନଷ୍ଟ ହୋଇଛି। କଂକ୍ରିଟ୍ ଓ ସିଲିଂ ପଡ଼ିବା ପରେ କିଛି ସମୟ ପାଇଁ ଟିକେଟ୍‌ କଟା ବନ୍ଦ ରହିଥିଲା। ସେହିଭଳି ବର୍ଷା ଯୋଗୁ ଆଜି କଟକର ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ରେ ପାଣି ପଶିଯାଇଥିଲା।

ଗତ ୨୪ ଘଣ୍ଟାରେ କଟକରେ ପ୍ରାୟ ୧୫୦ ମିମି ବର୍ଷା ରେକର୍ଡ କରାଯାଇଛି। ଏଥିଯୋଗୁଁ ସହରର ବିଭିନ୍ନ ସ୍ଥାନରେ ଜଳ ଜମି ଯାଇଛି। ଜଳ ନିଷ୍କାସନ ପାଇଁ କଟକ ମହାନଗର ନିଗମ ପକ୍ଷରୁ ୨୦୦ଟି ପମ୍ପକୁ ନିୟୋଜିତ କରାଯାଇଛି। ଏହା ସହିତ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‌ ରୁମ୍ ଖୋଲାଯାଇଛି। ତଳ ଅଞ୍ଚଳରେ ଜଳବନ୍ଦୀ ସ୍ଥିତିରେ ଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story