ବାଚସ୍ପତି, ଏସ୍‌ଆରସି ଏବଂ ମନ୍ତ୍ରୀ: କର୍ଫ୍ୟୁକୁ ନେଇ ପୂରା କନଫ୍ୟୁଜନ୍ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର )ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେଉଥିବା ବେଳେ କର୍ଫ୍ୟୁକୁ ନେଇ ଭିନ୍ନ ଭିନ୍ନ ମତ ଆସୁଛି। ଯାହାକୁ ନେଇ ସାଧାରଣ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଗତକାଲି ସକାଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଆଗାମୀ ଦିନରେ ଦିନ ବେଳା ବି କର୍ଫ୍ୟୁ ଲାଗୁ ହୋଇପାରେ। ବାଚସ୍ପତି କହିଥିଲେ ଯେ, ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଯୋଗୁ ଦିନ ବେଳେ କର୍ଫ୍ୟୁ ଲାଗୁ […]

Untitled-1 copy

Untitled-1 copy

Tapas Behera
  • Published: Monday, 05 April 2021
  • Updated: 05 April 2021, 04:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର )ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେଉଥିବା ବେଳେ କର୍ଫ୍ୟୁକୁ ନେଇ ଭିନ୍ନ ଭିନ୍ନ ମତ ଆସୁଛି। ଯାହାକୁ ନେଇ ସାଧାରଣ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଗତକାଲି ସକାଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଆଗାମୀ ଦିନରେ ଦିନ ବେଳା ବି କର୍ଫ୍ୟୁ ଲାଗୁ ହୋଇପାରେ। ବାଚସ୍ପତି କହିଥିଲେ ଯେ, ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଯୋଗୁ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ୪/୫ ଦିନ ମଧ୍ୟ ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁଧ୍ୟାନ କରୁଥିବା ସେ କହିଥିଲେ। ଏହା ସହିତ କରୋନା ନେଇ ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି। ସମସ୍ତେ ସରକାର ଜାରି କରିଥିବା କଟକଣା ମାନିବା ଉଚିତ୍‌ ବୋଲି ବାଚସ୍ପତି କହିଥିଲେ।

ତେବେ ସନ୍ଧ୍ୟାରେ ସ୍ୱତନ୍ତ୍ର ରିଲଫ୍ କମିଶନର ପ୍ରଦୀପ କୁମାର ଜେନା ଆଉ ଏକ ମନ୍ତବ୍ୟ ଦେଇଥିଲେ। ସେ କହିଥିଲେ ଯେ, ରାଜ୍ୟରେ ଦିନ ବେଳା କର୍ଫ୍ୟୁ ଲାଗୁ ହେବ ନାହିଁ । ରାଜ୍ୟରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି। ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ବର୍ତ୍ତମାନ ସ୍ଥିତିରେ ଦିନ କର୍ଫ୍ୟୁ ନେଇ କୌଣସି ଯୋଜନା ନାହିଁ। ସମସ୍ତେ କୋଭିଡ୍ ନିୟମ ମାନି ଚଳିବାକୁ ସେ ପରାମର୍ଶ ଦେଇଥିଲେ।

ହେଲେ ଆଜି ବାଚସ୍ପତି କହିଥିବା କଥାକୁ ଦୋହରାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ସେ କହିଛନ୍ତି ଯେ, ରାଜ୍ୟରେ ଆବଶ୍ୟକ ପଡ଼ିଲେ ଦିନ ବେଳା କର୍ଫ୍ୟୁ ଲାଗୁ ହେବ। ସୀମାବର୍ତ୍ତୀ ଅଞ୍ଚଳରେ ଆମ ପର୍ଯ୍ୟବେକ୍ଷକ ଗସ୍ତ କରୁଛନ୍ତି। ଶିକ୍ଷାନୁଷ୍ଠାନ, ଷ୍ଟେସନ୍ ଓ ବିମାନବନ୍ଦରରୁ ପଜିଟିଭ୍ ବାହାରିଲାଣି। ଦରକାର ପଡ଼ିଲେ ରାତ୍ରି କର୍ଫ୍ୟୁ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ନବ ଦାସ କହିଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ କର୍ଫ୍ୟୁ ଲାଗୁ ସମ୍ପର୍କରେ ଭିନ୍ନ ଭିନ୍ନ ମତ ଆସୁଥିବା ଏହାକୁ ନେଇ ସାଧାରଣରେ ଦ୍ୱନ୍ଦାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଏହାରି ଭିତରେ ଆଜିଠାରୁ ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ବଲାଙ୍ଗିର ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story